Tuesday, June 9, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ମୃତ୍ତିକା ସଂରକ୍ଷଣ ନିର୍ଦ୍ଦେଶକଙ୍କ ନୟାଗଡ଼ ଗ୍ରସ୍ତ

by ସଞ୍ଜୟ ସ୍ୱାଇଁ
July 7, 2020
in Lifestyle
ମୃତ୍ତିକା ସଂରକ୍ଷଣ ନିର୍ଦ୍ଦେଶକଙ୍କ ନୟାଗଡ଼ ଗ୍ରସ୍ତ
35
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ରାଜ୍ୟ ଜଳ ବିଭାଜିକା ଓ ମୃତ୍ତିକା ସଂରକ୍ଷଣ ନିର୍ଦ୍ଦେଶକ ହେମନ୍ତ କୁମାର ପଣ୍ଡା ଜିଲ୍ଲା ଗ୍ରସ୍ତରେ ଆସି ରଣପୁର ବ୍ଲକରେ ବିଭାଗ ତରଫରୁ କରାଯାଇଥିବା ବିଭିନ୍ନ ଉନ୍ନୟନ କାର୍ଯ୍ୟ ପରିଦର୍ଶନ କରିଛନ୍ତି । ରାଇପଡ଼ାଠାରେ ନିର୍ମିତ ଏକ ଜଳ ଅମଳ ପ୍ରକଳ୍ପ ଓ ରାଣୀଗାଡ଼ିଆ ଗ୍ରାମରେ ଚାଷୀ ପଦ୍ମ ବେହେରାଙ୍କ ଜମିରେ କରାଯାଇଥିବା ପନିପରିବା ଚାଷ ଦେଖିବା ସହ ବୁନ୍ଦା ଜଳସେଚନ ପାଇଁ ପରାମର୍ଶ ଦେଇଛନ୍ତି । ଜଳ ବିଭାଜିକା ଅଞ୍ଚଳରେ ନିର୍ମାଣ କରାଯାଇଥିବା ସମସ୍ତ ଜଳ ଅମଳ ପ୍ରକଳ୍ପ ଗୁଡ଼ିକରେ ସଂଘନ ପ୍ରଣାଳୀରେ ମାଛ ଚାଷ, ଫଳ ଗଛ ରୋପଣ ଓ ପନିପରିବା ଚାଷ କରିବା ପାଇଁ ଜିଲ୍ଲା ପ୍ରକଳ୍ପ ନିର୍ଦ୍ଦେଶକ ଚନ୍ଦନ କୁମାର ସାହୁ ଓ ସହକାରୀ ମୃତ୍ତିକା ସଂରକ୍ଷଣ ଅଧିକାରୀ ମଧୁସ୍ମିତା ବେହେରାଙ୍କୁ ପରାମର୍ଶ ଦେଇଛନ୍ତି । ଏଥିସହିତ ନିର୍ଦ୍ଦେଶକ ଶ୍ରୀଯୁକ୍ତ ପଣ୍ଡା ନୟାଗଡ଼ରେ କୃଷି ମନ୍ତ୍ରୀ ଡ. ଅରୁଣ କୁମାର ସାହୁଙ୍କୁ ସାକ୍ଷାତ କରି ବିଭିନ୍ନ କାର୍ଯ୍ୟକ୍ରମ ସଂମ୍ପର୍କରେ ଆଲୋଚନା କରିଛନ୍ତି । ଜିଲ୍ଲାରେ କିଭଳି ମୃତ୍ତିକା ସଂରକ୍ଷଣ ବିଭାଗର କାର୍ଯ୍ୟକ୍ରମ ଚାଲିଛି ସେ ନେଇ ନିର୍ଦ୍ଦେଶକ ମନ୍ତ୍ରୀଙ୍କୁ ଅବଗତ କରାଇଛନ୍ତି ।

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!