Monday, November 2, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବିଧାୟକ ବିଷ୍ଣୁ ଦାସଙ୍କୁ ବିଧାନସଭା ପରିସରରେ ଶ୍ରଦ୍ଧାଞ୍ଜଳି

by Anil Panda
July 7, 2020
in Feature News
ବିଧାୟକ ବିଷ୍ଣୁ ଦାସଙ୍କୁ ବିଧାନସଭା ପରିସରରେ ଶ୍ରଦ୍ଧାଞ୍ଜଳି
19
VIEWS
Share on FacebookShare on Twitter

ଭୁବନେଶ୍ୱର,  ଆଜି ପୂର୍ବତନ ମନ୍ତ୍ରୀ ଓ ସାଂସଦ ତଥା ତିର୍ତ୍ତୋଲ ବିଧାୟକ ବିଷ୍ଣୁଚରଣ ଦାସଙ୍କ ପାର୍ଥିବ ଶରୀର ବିଧାନସଭା ପରିସରରେ ପହଞ୍ଚିବା ପରେ ବାଚସ୍ପତି ଡ. ସୂର୍ଯ୍ୟନାରାୟଣ ପାତ୍ର ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି । ଜଙ୍ଗଲ ଓ ପରିବେଶ, ସଂସଦୀୟ ବ୍ୟାପାର ମନ୍ତ୍ରୀ ଶ୍ରୀ ବିକ୍ରମ କେଶରୀ ଆରୁଖ, କୃଷି ଓ କୃଷକ ସଶକ୍ତିକରଣ, ମତ୍ସ୍ୟ ଓ ପ୍ରାଣୀସଂପଦ ବିକାଶ, ଉଚ୍ଚଶିକ୍ଷା ମନ୍ତ୍ରୀ ଡ. ଅରୁଣ କୁମାର ସାହୁ, ବିଜ୍ଞାନ ଓ କାରିଗରୀ, ସାଧାରଣ ଉଦ୍ୟୋଗ, ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ମନ୍ତ୍ରୀ ଶ୍ରୀ ଅଶୋକ ଚନ୍ଦ୍ର ପଣ୍ଡା, ରାଜ୍ୟ ଯୋଜନା ବୋର୍ଡ ଉପାଧ୍ୟକ୍ଷ ଶ୍ରୀ ସଂଜୟ କୁମାର ଦାସବର୍ମା, ବିଧାୟକ ଶ୍ରୀ ପ୍ରଣବ ପ୍ରକାଶ ଦାସ, ଶ୍ରୀ ପ୍ରଶାନ୍ତ କୁମାର ମୁଦୁଲି, ଶ୍ରୀ ଅନନ୍ତ ନାରାୟଣ ଜେନା, ଶ୍ରୀ ସୁଶାନ୍ତ କୁମାର ରାଉତ, ରାଜ୍ୟ ମହିଳା ଆୟୋଗ ଅଧ୍ୟକ୍ଷା ଡ. ମିନତୀ ବେହେରା, ମହିଳା ଓ ଶିଶୁବିକାଶ ବିଭାଗ ଉପଦେଷ୍ଟା ଶ୍ରୀମତୀ ସୁଲତା ଦେଓ, ମିଶନ ଶକ୍ତି ବିଭାଗ ଉପଦେଷ୍ଟା ଶ୍ରୀମତୀ ଲୋପାମୁଦ୍ରା ବକ୍ସିପାତ୍ର ଓ ବିଧାନସଭା ସଚିବ ଶ୍ରୀ ଦାଶରଥୀ ଶତପଥୀ ପ୍ରମୁଖ ମଧ୍ୟ ସ୍ୱର୍ଗତ ଦାସଙ୍କ ପାର୍ଥିବ ଶରୀରରେ ପୁଷ୍ପଗୁଚ୍ଛ ପ୍ରଦାନପୂର୍ବକ ଶ୍ରଦ୍ଧାଞ୍ଜଳି ଜଣାଇଥିଲେ । ସ୍ୱର୍ଗତ ଦାସଙ୍କୁ ପୋଲିସ୍‌ ପକ୍ଷରୁ ଗାର୍ଡ ଅଫ୍‌ ଅନର ପ୍ରଦାନ କରାଯାଇଥିଲା ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!