Wednesday, November 18, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଏସ୍‌ଆଇଙ୍କୁ ଖଣ୍ଡାରେ ହାଣିଲେ ଯବାନ

by ସଞ୍ଜୟ ସ୍ୱାଇଁ
October 22, 2023
in Crime, State
ଏସ୍‌ଆଇଙ୍କୁ ଖଣ୍ଡାରେ ହାଣିଲେ ଯବାନ
337
VIEWS
Share on FacebookShare on Twitter

ବାଙ୍କୀ, (ବାଘୁଆବାର୍ତ୍ତା): ଅବସରପ୍ରାପ୍ତ ସୈନିକଙ୍କ ଦୌରାତ୍ମ୍ୟ । ଏସ୍‌ଆଇଙ୍କୁ ଖଣ୍ଡାରେ ହାଣିଲେ ଯବନା । କଟକ ଜିଲ୍ଲା ବାଙ୍କି ଏନ୍‌ଏସି ଛକରେ ଘଟିଛି ଅଘଟଣ । ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି । ଆଜି ବାଙ୍କି ଏନ୍‌ଏସି ଛକ ନିକଟରେ ଖଣ୍ଡା ବୁଲାଉଥିଲେ । ଏହି ସମୟରେ ତାଙ୍କୁ ଅଟକାଇବାକୁ ଯାଇଥିଲେ ବାଙ୍କି ଥାନା ଏସ୍‌ଆଇ ସମ୍ବତି ସ୍ୱାଇଁ ଏବଂ କନେଷ୍ଟବଳ । କିନ୍ତୁ ଅଟକାଇବା ସମୟରେ ଉଭୟ ଏସ୍‌ଆଇ ଏବଂ କନେଷ୍ଟବଳ ଆହାତ ହୋଇଥିଲେ । ଯେଉଁଥିରେ ଜଣେ ଗୁରୁତର ହୋଇଥିବା ବେଳେ ଆଉ ଜଣେ ସାମାନ୍ୟ ଆହତ ହୋଇଥିବା ଜଣାପଡିଛି । ସମସ୍ତଙ୍କୁ ଉଦ୍ଧାର କରି ସ୍ଥାନୀୟ ବାଙ୍କି ମେଡିକାଲରେ ଭର୍ତ୍ତି କରାଯାଇଛି । ସେପଟେ ବାଙ୍କି ଏନ୍‌ଏସିରେ ଏହି ଘଟଣା ପରେ ଚାଞ୍ଚଲ୍ୟ ଖେଳିଯାଇଛି । ଚାରିଆଡେ ପାର୍ବଣର ସମୟ ଚାଲିଥିବା ବେଳେ ଦିନ ଦ୍ୱିପହରରେ ବଜାର ଉପରେ ଖଣ୍ଡା ବୁଲାଇବା । ସମସ୍ତଙ୍କୁ ଚକିତ କରିଦେଇଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!