Tuesday, June 9, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଭାରତକୁ ୨୭୪ ରନର ଟାର୍ଗେଟ ଦେଲା ନ୍ୟୁଜିଲାଣ୍ଡ

by ସଞ୍ଜୟ ସ୍ୱାଇଁ
October 22, 2023
in NATIONAL NEWS, Sports, WORLD
ଭାରତକୁ ୨୭୪ ରନର ଟାର୍ଗେଟ ଦେଲା ନ୍ୟୁଜିଲାଣ୍ଡ
44
VIEWS
Share on FacebookShare on Twitter

ଧର୍ମଶାଳା, (ବାଘୁଆବାର୍ତ୍ତା): ଆଇସିସି ବିଶ୍ୱକପ୍‌ ୨୦୨୩ । ସୁପର ସନ୍‌ଣ୍ଡେରେ ସୁପର ଫାଇଟ୍‌ । ଆଜି ଧର୍ମଶାଳା ଷ୍ଟାଡିୟମ୍‌ରେ ମୁହାଁମୁହିଁ ହୋଇଛନ୍ତି ଭାରତ-ନ୍ୟୁଜିଲାଣ୍ଡ । ଟସ୍‌ ଜିତି ଭାରତ ଅଧିନାୟକ ରୋହିତ ଶର୍ମା ପ୍ରଥମେ ବୋଲିଙ୍ଗ୍‌ କରିବାକୁ ନିଷ୍ପତ୍ତି ନେଇଥିବା ବେଳେ ନ୍ୟୁଜିଲାଣ୍ଡ ପ୍ରଥମେ ବ୍ୟାଟିଙ୍ଗ୍‌ କରିଥିଲା। ପ୍ରଥମେ ବ୍ୟାଟିଂ କରି ନ୍ୟୁଜିଲାଣ୍ଡ ସମସ୍ତ ୱିକେଟ ହରାଇ ୨୭୩ ରନ କରିଛି। ଏହି ମ୍ୟାଚ ଜିତିବାକୁ ହେଲେ ଭାରତକୁ ୨୭୪ ରନର ଆବଶ୍ୟକତା ରହିଛି। ନ୍ୟୁଜିଲାଣ୍ଡ ପକ୍ଷରୁ ଡେଭନ୍‌ କନଓ୍ୱେ ୯ ବଲ ଖେଳି କୌଣସି ରନ ନ କରି ଆଉଟ ହୋଇଥିଲେ। ଓ୍ୱିଲ ୟଙ୍ଗ ୨୭ ବଲରେ ୧୭ ରନ କରି ଆଉଟ ହୋଇଥିଲେ। ପରେ ପାରିକୁ ରଚିନ୍ ରବିନ୍ଦ୍ର ଓ ଡାରିଲ ମିଚେଲ୍‌ ସମ୍ଭାଳିଥିଲେ। ରଚିନ୍ ରବିନ୍ଦ୍ର ୮୭ ବଲରେ ୭୫ ରନ କରି ଆଉଟ ହୋଇଥିଲେ। ଡାରିଲ ମିଚେଲଙ୍କ ସାଥ ଦେବାକୁ ପଡିଆକୁ ଗ୍ଲେନ୍‌ ଫିଲିପ୍ସ ଆସିଥିଲେ। । ଗ୍ଲେନ୍‌ ଫିଲିପ୍ସ ୨୬ ବଲରେ ୨୩ ରନ କରି ଆଉଟ ହୋଇଥିଲେ। ପରେ ମାର୍କ ଚାପମାନ ଆସି ପାରିକୁ ସମ୍ଭାଳିଥିଲେ। ମାର୍କ ଚାପମାନ ୮ ବଲରେ ୬ ରନ କରି ଆଉଟ ହୋଇଥିଲେ। ମିଚେଲ୍‌ ସାଣ୍ଟନର ୨ ବଲରେ ୧ ରନ କରି ଆଉଟ ହୋଇଥିଲେ। ପରେ ଡାରିଲ ମିଚେଲ ଏକ ଶତକୀୟ ଇଂନିସ ଖେଳିଥିଲେ। ଡାରିଲ ମିଚେ ୧୨୭ ବଲରେ ୧୩୦ ରନ କରି ଆଉଟ ହୋଇଥିଲେ। ଭାରତ ପକ୍ଷରୁ ମହମ୍ମଦ ସାମି ୫ଟି ୱିକେଟ ନେଇଥିଲେ । କୁଲଦୀପ ଯାଦବ୨ଟି ୱିକେଟ ନେଇଥିବା ବେଲେ ମହମ୍ମଦ ସିରାଜ ଓ ଯଶପ୍ରୀତ ବୁମରା ଗୋଟିିଏ ଲେଖାଏଁ ୱିକେଟ ନେଇଥିଲେ।

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!