Wednesday, November 18, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପୂଜା ମଣ୍ଡପରୁ ୪ ମହିଳାଙ୍କ ଠାରୁ ସୁନା ଚେନ୍ ଲୁଟ୍ ଘଟଣା, ପୋଲିସ ହାତରେ ୮ ଅଭିଯୁକ୍ତ

by ସଞ୍ଜୟ ସ୍ୱାଇଁ
October 23, 2023
in Crime, State
ପୂଜା ମଣ୍ଡପରୁ ୪ ମହିଳାଙ୍କ ଠାରୁ ସୁନା ଚେନ୍ ଲୁଟ୍ ଘଟଣା, ପୋଲିସ ହାତରେ ୮ ଅଭିଯୁକ୍ତ
113
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ବମିଖାଲ ପୂଜା ମଣ୍ଡପରୁ ଲୁଟ ଘଟଣାରେ ପୋଲିସ ହାତରେ ୮ ଅଭିଯୁକ୍ତ । ଲୁଟ ଉଦ୍ୟମ ବେଳେ କାବୁ କଲା ପୋଲିସ । ଅଟକ ଯୁବକ ବିହାରର ହୋଇଥିବା ଜଣାପଡିଛି । ଲୁଟ୍ ବେଳେ ସିସିଟିଭି ଦେଖି ବମିଖାଲ ପୂଜା ମଣ୍ଡପ କର୍ମକର୍ତ୍ତା ପୋଲିସକୁ ସୂଚନା ଦେଇଥିଲେ । ପୋଲିସ ପହଞ୍ଚି ୮ ଅଭିଯୁକ୍ତଙ୍କୁ ଥାନାକୁ ନେଇଛି । ସେମାନଙ୍କ ନାଁରେ ଆଉ କେଉଁଠି ମାମଲା ରହିଛି, ସେ ନେଇ ଖୋଳତାଡ଼ ଜାରି ରହିଛି । ସୂଚନା ଥାଉକି, ବମିଖାଲ ପୂଜା ମଣ୍ଡପ ନିକଟରୁ ୪ ଜଣ ମହିଳାଙ୍କ ବେକରୁ ୧୦ ଭରି ଲେଖାଏଁର ୪ଟି ସୁନା ଚେନ୍ ଲୁଟିଥିବା ଅଭିଯୋଗ ହୋଇଥିଲା ।। ଅଭିଯୋଗ ପରେ ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଥିଲା ପୋଲିସ। ରବିବାର ସକାଳ ପ୍ରାୟ ୧୦ଟା ୩୦ରୁ ୧୦ଟା ୪୫ ମଧ୍ୟରେ ବମିଖାଲ ପୂଜା ମଣ୍ଡପ ପାଖରେ ସୁନା ଚେନ୍ ଲୁଟର ଶିକାର ହୋଇଥିଲେ ୪ ଜଣ ମହିଳା । ମାତ୍ର ୧୫ ମିନିଟରେ ଚୋରି କରି ଚମ୍ପଟ ମାରିଥିବା ଅଭିଯୋଗ ହୋଇଥିଲା । ପୋଲିସର କଡ଼ା ସୁରକ୍ଷା ବଳୟ ଓ ସିସିଟିଭି ସର୍ଭିଲାନ୍ସରେ ପୂଜା ମଣ୍ଡପ ଅଞ୍ଚଳ ଥିବା ବେଳେ ଏପରି ଚୋରି ସମସ୍ତଙ୍କୁ ଚକିତ କରିଥିଲା ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!