Wednesday, November 18, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସ୍ୱାମୀ ଆଗରେ କଲେଜ ପଢୁଆ ସ୍ତ୍ରୀକୁ ଗଣ ଦୁଷ୍କର୍ମ, ୨ ଅଟକ

by ସଞ୍ଜୟ ସ୍ୱାଇଁ
October 23, 2023
in Crime, State
ସ୍ୱାମୀ ଆଗରେ କଲେଜ ପଢୁଆ ସ୍ତ୍ରୀକୁ ଗଣ ଦୁଷ୍କର୍ମ, ୨ ଅଟକ
226
VIEWS
Share on FacebookShare on Twitter

ଢ଼େଙ୍କାନାଳ, (ବାଘୁଆବାର୍ତ୍ତା): ଢେଙ୍କାନାଳ ଜିଲ୍ଲା ଭୁବନ ବାରୁଆ ଛକରେ କଲେଜ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ମାମଲାରେ ୨ ଜଣ ଅଟକ, ଗାଡ଼ି ଜବତ । ଆଉ ୩ ଜଣଙ୍କ ପରିଚୟ ପାଇଛି ପୋଲିସ । ସେମାନଙ୍କୁ ଶୀଘ୍ର ଗିରଫ କରାଯିବ ବୋଲି ଢେଙ୍କାନାଳ ଏସପି ଜ୍ଞାନ ରଞ୍ଜନ ମହାପାତ୍ର କହିଛନ୍ତି । ଯୁକ୍ତ ତିନି ତୃତୀୟ ବର୍ଷର ଛାତ୍ରୀ ତାଙ୍କ ସ୍ବାମୀଙ୍କ ସହ ଘରକୁ ଯିବା ବେଳେ ଭୁବନ ବାରୁଆ ଛକରେ ୫ ଜଣଙ୍କ ଦ୍ବାରା ଗଣଦୁଷ୍କର୍ମର ଶିକାର ହୋଇଥିବା ଗତକାଲି ଅଭିଯୋଗ ହୋଇଥିଲା । ଢେଙ୍କାନାଳ ଏସପି ଜ୍ଞାନ ରଞ୍ଜନ ମହାପାତ୍ର କହିଛନ୍ତି, ପୀଡ଼ିତାଙ୍କ ଡାକ୍ତରୀ ପରୀକ୍ଷା ରିପୋର୍ଟ ଆସିନାହିଁ । ତେବେ ଗଣଦୁଷ୍କର୍ମ ହୋଇଥିବା ପ୍ରାଥମିକ ତଦନ୍ତରୁ ଜଣାପଡୁଛି । ଖୁବ୍ ଶୀଘ୍ର ଅନ୍ୟ ୩ଜଣଙ୍କୁ ଗିରଫ କରାଯିବ । ଛାତ୍ରୀ ଓ ଯୁବକ ରେଜିଷ୍ଟ୍ରି ବିବାହ କରିଛନ୍ତି । ବାହାଘର ବୈଦିକ ରୀତିନୀତିରେ ହୋଇ ନାହିଁ । ଗଣଦୁଷ୍କର୍ମ ଅଭିଯୁକ୍ତ ଆଉ ତିନିଜଣଙ୍କୁ ଧରିବା ପାଇଁ ତନାଘନା ଜାରି ରହିଥିବା ଢେଙ୍କାନାଳ ଏସପି ଜ୍ଞାନ ରଞ୍ଜନ ମହାପାତ୍ର କହିଛନ୍ତି । ଢେଙ୍କାନାଳ ଜିଲ୍ଲା ଭୁବନ ବାରୁଆ ଅଞ୍ଚଳରେ କଲେଜ ପଢୁଆ ବିବାହିତା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅଭିଯୋଗ । ସ୍ବାମୀ ଆଗରେ ୫ଜଣ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଥିଲା । କଲେଜ ଛୁଟି ପରେ ନିଜ ଘର କାଳିଆପାଣିକୁ ସ୍ବାମୀ ସହିତ ଯାଉଥିବା ବେଳେ କାଜୁ ଜଙ୍ଗଲରେ ୫ ଜଣ ବଳପୂର୍ବକ ଦୁଷ୍କର୍ମ କରିଥିବା ପୀଡ଼ିତା ଭୁବନ ଥାନାରେ ଅଭିଯୋଗ କରିଥିଲେ । ଭୁବନ ପୋଲିସ ମାମଲା ରୁଜୁ କରି ପୀଡ଼ିତାଙ୍କୁ ଡାକ୍ତରୀ ପରୀକ୍ଷା ପାଇଁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇଛି । ଛାତ୍ରୀଙ୍କୁ କାଜୁ ଜଙ୍ଗଲରେ ଦୁଷ୍କର୍ମ ସହିତ ଅଭିଯୁକ୍ତମାନେ ତାଙ୍କ ସ୍ଵାମୀଙ୍କଠାରୁ ଟଙ୍କା ଓ ମୋବାଇଲ ଫୋନ ଛଡ଼ାଇ ନେଇଯାଇଥିବା ଅଭିଯୋଗ ହୋଇଛି । ଏହି ଘଟଣାକୁ ନେଇ ଏବେ ସ୍ଥାନୀୟ ଅଂଚଳରେ ଚର୍ଚ୍ଚାର ବିଷୟ ପାଲଟିଛି । ଅଭିଯୁକ୍ତଙ୍କ ବିରୋଧରେ କଡ଼ା କାର‌୍ୟ୍ୟାନୁଷ୍ଠାନ ନେବା ଲାଗି ଦାବି କରାଯାଇଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!