Saturday, April 18, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଅବସର ନେଲେ ୫ଟି ସଚିବ ଭି. କେ ପାଣ୍ଡିଆନ

by ସଞ୍ଜୟ ସ୍ୱାଇଁ
October 24, 2023
in Breaking, State
ଅବସର ନେଲେ ୫ଟି ସଚିବ ଭି. କେ ପାଣ୍ଡିଆନ
819
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବ୍ୟକ୍ତିଗତ ସଚିବ ତଥା ୫ ଟି ସଚିବ ଭି. କେ ପାଣ୍ଡିଆନ ସ୍ଵେଚ୍ଛାକୃତ ଅବସର ଗ୍ରହଣ କରିଛନ୍ତି। ଗତ ୨୦ ତାରିଖରେ ସେ ଅବସର ପାଇଁ ଆବେଦନ କରିଥିଲେ। ପାଣ୍ଡିଆନ ଅକ୍ଟୋବର ୨୦ତାରିଖରେ ସରକାରୀ ଚାକିରିରୁ ଅବସର ନେବା ପାଇଁ କେନ୍ଦ୍ର କାର୍ମିକ ମନ୍ତ୍ରଣାଳୟକୁ ଆବେଦନ କରିଥିଲେ । ତାଙ୍କର ଆବେଦନକୁ ଆଜି କେନ୍ଦ୍ର ସରକାର ଗ୍ରହଣ କରିଛନ୍ତି । ଏନେଇ କେନ୍ଦ୍ର କାର୍ମିକ ମନ୍ତ୍ରଣାଳୟ ଅନୁସଚିବ ଭୂପିନ୍ଦର ପାଲ ସିଂ ଆଜି ରାଜ୍ୟ ସାଧାରଣ ପ୍ରଶାସନ ବିଭାଗର ଅତିରିକ୍ତ ମୁଖ୍ୟ ସଚିବଙ୍କୁ ଚିଠି ଲେଖି ଅବଗତ କରିଛନ୍ତି ।

ଜିଲ୍ଲା ସ୍ତରୀୟ ପୋଷଣ ପକ୍ଷ ପାଳିତ:ମାଆ କ୍ଷୀରରୁ ‌କୌଣସି ଶିଶୁ ଯେପରି ବଞ୍ଚିତ ନହୁଅନ୍ତି ସେଥିପ୍ରତି ଧ୍ୟାନ ଦେବାକୁ ଜିଲ୍ଲାପାଳଙ୍କ ପରାମର୍ଶ

ଜିଲ୍ଲା ସ୍ତରୀୟ ପୋଷଣ ପକ୍ଷ ପାଳିତ:ମାଆ କ୍ଷୀରରୁ ‌କୌଣସି ଶିଶୁ ଯେପରି ବଞ୍ଚିତ ନହୁଅନ୍ତି ସେଥିପ୍ରତି ଧ୍ୟାନ ଦେବାକୁ ଜିଲ୍ଲାପାଳଙ୍କ ପରାମର୍ଶ

April 18, 2026
ରୋଗୀଙ୍କ ପାଇଁ ଦେବଦୂତ ସାଜିଲେ ସୁରେଶ:ରୋଗୀଙ୍କ ପାଇଁ ଇଟାମାଟିରୁ ଭୁବନେଶ୍ବର ଯାତ୍ରା

ରୋଗୀଙ୍କ ପାଇଁ ଦେବଦୂତ ସାଜିଲେ ସୁରେଶ:ରୋଗୀଙ୍କ ପାଇଁ ଇଟାମାଟିରୁ ଭୁବନେଶ୍ବର ଯାତ୍ରା

April 18, 2026
ଶିକ୍ଷକଙ୍କ ଅକାଳ ଦେହାନ୍ତ:ଶିକ୍ଷା ମଣ୍ଡଳୀରେ ଶୋକର ଛାୟା

ଶିକ୍ଷକଙ୍କ ଅକାଳ ଦେହାନ୍ତ:ଶିକ୍ଷା ମଣ୍ଡଳୀରେ ଶୋକର ଛାୟା

April 18, 2026
ବିଦ୍ଯାଳୟରେ ପୋଷାକ ବିତରଣ ଉତ୍ସବ:ଗରମରେ ଛଟପଟ ଛାତ୍ରଛାତ୍ରୀ

ବିଦ୍ଯାଳୟରେ ପୋଷାକ ବିତରଣ ଉତ୍ସବ:ଗରମରେ ଛଟପଟ ଛାତ୍ରଛାତ୍ରୀ

April 18, 2026
ନୟାଗଡରେ ସିଏମ ଟ୍ରଫି:ଜିଲ୍ଲା ଭଲିବଲ୍ ଟୁର୍ଣ୍ଣାମେଣ୍ଟ  ଉଦଘାଟିତ

ନୟାଗଡରେ ସିଏମ ଟ୍ରଫି:ଜିଲ୍ଲା ଭଲିବଲ୍ ଟୁର୍ଣ୍ଣାମେଣ୍ଟ  ଉଦଘାଟିତ

April 18, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!