Saturday, November 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ମହାରାଷ୍ଟ୍ର ରାଜନୀତି ସରଗରମ, ନିଲେଶ ରାଣେଙ୍କ ରାଜନୀତିରୁ ସନ୍ୟାସ

by ସଞ୍ଜୟ ସ୍ୱାଇଁ
October 24, 2023
in NATIONAL NEWS, Politics
ମହାରାଷ୍ଟ୍ର ରାଜନୀତି ସରଗରମ, ନିଲେଶ ରାଣେଙ୍କ ରାଜନୀତିରୁ ସନ୍ୟାସ
110
VIEWS
Share on FacebookShare on Twitter

ମହାରାଷ୍ଟ୍ର, (ବାଘୁଆବାର୍ତ୍ତା): ମହାରାଷ୍ଟ୍ର ଭାରତୀୟ ଜନତା ପାର୍ଟିର ନେତା ତଥା ବିଧାୟକ ନିଲେଶ ରାଣେ ସକ୍ରିୟ ରାଜନୀତିରୁ ସନ୍ୟାସ ନେବା ନେଇ ଘୋଷଣା କରିଛନ୍ତି । ସୋସିଆଲ ମିଡିଆରେ ପୋଷ୍ଟ କରି ଏଭଳି ସୂଚନା ଦେଇଛନ୍ତି ନିଲେଶ ରାଣେ । ନିଲେଶ କେନ୍ଦ୍ରମନ୍ତ୍ରୀ ନାରାୟଣ ରାଣେଙ୍କ ବଡ ପୁଅ । ନିଲେଶ ରାଣେ ସୋସିଆଲ ମିଡିଆ ପୋଷ୍ଟରେ ଲେଖିଛନ୍ତି କି, ସେ ସକ୍ରିୟ ରାଜନୀତିରୁ ସନ୍ୟାସ ନେଉଛନ୍ତି । ରାଜନୀତିରେ ରୁଚି ନଥିବା ଦର୍ଶାଇ ସେ ସନ୍ୟାସ ନେଉଥିବା କଥା କହିଛନ୍ତି । ସାଧାରଣ ଜନତାଙ୍କ ଉର୍ଦ୍ଦେଶ୍ୟରେ ସେ ଲେଖିଛନ୍ତି କି, ୨୦ ବର୍ଷ ଧରି ତାଙ୍କୁ ଯେଉଁ ଭଲପାଇବା ମିଳିଛି ସେନେଇ ସେ ସମସ୍ତ ଜନସାଧାରଣଙ୍କୁ କୃତଜ୍ଞତା ଜଣାଇଛନ୍ତି । ଏହାସହ ବିଜେପିକୁ ମଧ୍ୟ ସେ ଧନ୍ୟବାଦ ଦେଇଛନ୍ତି । ନିଲେଶ ଆହୁରି ଲେଖିଛନ୍ତି କି, ‘ମୁଁ ଜଣେ ଛୋଟ ମଣିଷ ମାତ୍ର ରାଜନୀତିରୁ ବହୁତ କିଛି ଶିଖିଛି । ମୋତେ ଆଉ ନିର୍ବାଚନ ଲଢିବାକୁ ଭଲ ଲାଗୁନାହିଁ । ଲୋକମାନେ ବହୁତ କିଛି ଆଲୋଚନା କରିବେ, ହେଲେ ମୁଁ ସେମାନଙ୍କ ସମୟ ବରବାଦ କରିବାକୁ ଚାହୁଁନାହିଁ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!