Saturday, April 18, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପୋଖରୀରେ ବୁଡି ଦୁଇ ନାବାଳକ ମୃତ

by ସଞ୍ଜୟ ସ୍ୱାଇଁ
October 30, 2023
in Breaking, Nayagarh
ଜୁନିୟର ବନାମ ସିନିୟର ଡାକ୍ତର
847
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ଅଭିମାନପୁର ଗ୍ରାମ ପୋଖରୀରେ ବୁଡି ଦୁଇ ନାବାଳକଙ୍କ ମୃତ୍ୟୁ ହୋଇଛି l ମୃତ ଦୁଇ ନାବାଳକ ଦଦା ପୁଅ ଓ ବଡବାପା ପୁଅ ଭାଇ l ମୃତ ନାବାଳକ ହେଲେ ଅଭିମାନପୁର ଗ୍ରାମର ଲିପୁନ କର(10) ଓ ପ୍ରଦୀପ୍ତ ପ୍ରଳୟ କର(12) l ସୂଚନାନୁସାରେ, ନୟାଗଡ଼ ଜିଲ୍ଲା ଇଟାମାଟି ଥାନା ବାଉଁଶିଆପଡା ପଞ୍ଚାୟତ ଅନ୍ତର୍ଗତ ଅଭିମାନପୁର ଗ୍ରାମ କାର୍ତ୍ତିକ କରଙ୍କ 10ବର୍ଷର ପୁଅ ଲିପୁନ କର ଓ ସର୍ବେଶ୍ୱର କରଙ୍କ ପୁଅ 12ବର୍ଷର ପୁଅ ଗ୍ରାମ ପୋଖରୀ ଆଜି ସକାଳ ଗାଧୋଇବାକୁ ଯାଇଥିଲେ l ଗାଧୋଇବା ସମୟରେ ଅସାବଧାନତା ଯୋଗୁ ପୋଖରୀ ଦୁଇ ଭାଇ ବୁଡ଼ି ଯାଇଥିଲେ l ସ୍ଥାନୀୟ ଲୋକ ଦେଖି ଉଭୟ ଦୁଇ ଭାଇଙ୍କୁ ଉଦ୍ଧାର କରି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ପଠାଇଥିଲେ l ତେବେ ଡାକ୍ତର ଉଭୟ ଦୁଇ ଭାଇଙ୍କୁ ମୃତ ଘୋଷଣା କରିଥିଲେ l ମୃତ ଖବର ଶୁଣି ସ୍ଥାନୀୟ ଅଞ୍ଚଳରେ ଶୋକାକୁଳ ପରିସ୍ଥିତି ଦେଖାଦେଇଛି l

ଜିଲ୍ଲା ସ୍ତରୀୟ ପୋଷଣ ପକ୍ଷ ପାଳିତ:ମାଆ କ୍ଷୀରରୁ ‌କୌଣସି ଶିଶୁ ଯେପରି ବଞ୍ଚିତ ନହୁଅନ୍ତି ସେଥିପ୍ରତି ଧ୍ୟାନ ଦେବାକୁ ଜିଲ୍ଲାପାଳଙ୍କ ପରାମର୍ଶ

ଜିଲ୍ଲା ସ୍ତରୀୟ ପୋଷଣ ପକ୍ଷ ପାଳିତ:ମାଆ କ୍ଷୀରରୁ ‌କୌଣସି ଶିଶୁ ଯେପରି ବଞ୍ଚିତ ନହୁଅନ୍ତି ସେଥିପ୍ରତି ଧ୍ୟାନ ଦେବାକୁ ଜିଲ୍ଲାପାଳଙ୍କ ପରାମର୍ଶ

April 18, 2026
ରୋଗୀଙ୍କ ପାଇଁ ଦେବଦୂତ ସାଜିଲେ ସୁରେଶ:ରୋଗୀଙ୍କ ପାଇଁ ଇଟାମାଟିରୁ ଭୁବନେଶ୍ବର ଯାତ୍ରା

ରୋଗୀଙ୍କ ପାଇଁ ଦେବଦୂତ ସାଜିଲେ ସୁରେଶ:ରୋଗୀଙ୍କ ପାଇଁ ଇଟାମାଟିରୁ ଭୁବନେଶ୍ବର ଯାତ୍ରା

April 18, 2026
ଶିକ୍ଷକଙ୍କ ଅକାଳ ଦେହାନ୍ତ:ଶିକ୍ଷା ମଣ୍ଡଳୀରେ ଶୋକର ଛାୟା

ଶିକ୍ଷକଙ୍କ ଅକାଳ ଦେହାନ୍ତ:ଶିକ୍ଷା ମଣ୍ଡଳୀରେ ଶୋକର ଛାୟା

April 18, 2026
ବିଦ୍ଯାଳୟରେ ପୋଷାକ ବିତରଣ ଉତ୍ସବ:ଗରମରେ ଛଟପଟ ଛାତ୍ରଛାତ୍ରୀ

ବିଦ୍ଯାଳୟରେ ପୋଷାକ ବିତରଣ ଉତ୍ସବ:ଗରମରେ ଛଟପଟ ଛାତ୍ରଛାତ୍ରୀ

April 18, 2026
ନୟାଗଡରେ ସିଏମ ଟ୍ରଫି:ଜିଲ୍ଲା ଭଲିବଲ୍ ଟୁର୍ଣ୍ଣାମେଣ୍ଟ  ଉଦଘାଟିତ

ନୟାଗଡରେ ସିଏମ ଟ୍ରଫି:ଜିଲ୍ଲା ଭଲିବଲ୍ ଟୁର୍ଣ୍ଣାମେଣ୍ଟ  ଉଦଘାଟିତ

April 18, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!