Wednesday, June 17, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କିଶୋରପ୍ରସାଦ ପଂଚାୟତ ଅଧିକାରୀଙ୍କ ହୃଦଘାତରେ ମୃତ୍ୟୁ

by Anil Panda
July 9, 2020
in Health
କିଶୋରପ୍ରସାଦ ପଂଚାୟତ ଅଧିକାରୀଙ୍କ ହୃଦଘାତରେ ମୃତ୍ୟୁ
89
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ଗଣିଆ ବ୍ଲକ କିଶୋରପ୍ରସାଦ ପଞ୍ଚାୟତ ନିର୍ବାହୀ ଅଧିକାରୀ କପିଳଚନ୍ଦ୍ର ପ୍ରଧାନଙ୍କର ଆଜି କାର୍ଯ୍ୟସ୍ଥଳୀରେ ହୃଦଘାତ ଘଟି ମୃତ୍ୟୁ ଘଟିଥିବା ଜଣାପଡିଛି । ଶ୍ରୀ ପ୍ରଧାନ ଆଜି ଅପରାହ୍ନ ୩ ଘଟିକା ସମୟରେ ବ୍ଲକ କାର୍ଯ୍ୟାଳୟରେ ଥିବା ସମୟରେ ହଠାତ୍ ଛାତିରେ ଯନ୍ତ୍ରଣା ଅନୁଭବ କରିଥିଲେ । ବେଳକୁ ବେଳ ଯନ୍ତ୍ରଣା ଅଧିକ ହେବାରୁ ସେ ନିଜ ପଞ୍ଚାୟତ କିଶୋରପ୍ରସାଦରେ ପହଞ୍ଚିବା ପରେ ସେଠାରୁ ତାଙ୍କୁ କଣ୍ଟିଲୋ ଡାକ୍ତରଖାନା ଓ ପରେ ଖଣ୍ଡପଡ଼ା ମେଡିକାଲକୁ ନିଆଯାଇଥିଲା । ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ଖଣ୍ଡପଡା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଶବ ଜବତ କରିବା ସହିତ ବ୍ୟବଛେଦ ପାଇଁ ପଠାଇଥିଲେ । ମୃତ ପ୍ରଧାନଙ୍କର ଘର ଖଣ୍ଡପଡା ବ୍ଲକ ବଡ ବାଣପୁର ଅଞ୍ଚଳରେ ବୋଲି ଜଣାପଡିଛି । ତାଙ୍କ ଅକାଳ ମୃତ୍ୟୁରେ ଗଣିଆ, ବାଣପୁର ଅଞ୍ଚଳରେ ଶୋକର ଛାୟା ଖେଳି ଯାଇଛି । ଜଣେ ମେଳାପି ତଥା ସାହାର୍ଯ୍ୟକାରୀ ବ୍ୟକ୍ତି ଭାବେ ଜଣାଶୁଣା ଥିଲେ । ଡାକ୍ତରଖାନାରେ ଗଣିଆ ବିଡିଓ ସିରିୟାଲ ପଟେଲଙ୍କ ସମେତ ବ୍ଲକର ସମସ୍ତ କର୍ମଚାରୀ ଉପସ୍ଥିତ ଥିଲେ ।

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!