Wednesday, November 18, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଭିଜିଲାନ୍ସ ଜାଲରେ ଅଧୀକ୍ଷଣ ଯନ୍ତ୍ରୀ

by ସଞ୍ଜୟ ସ୍ୱାଇଁ
November 8, 2023
in Crime, State
ଭିଜିଲାନ୍ସ ଜାଲରେ ଅଧୀକ୍ଷଣ ଯନ୍ତ୍ରୀ
202
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଭିଜିଲାନ୍ସ ଜାଲରେ ଭୁବନେଶ୍ୱର ଜନସ୍ୱାସ୍ଥ୍ୟ ବିଭାଗ ଅଧୀକ୍ଷଣ ଯନ୍ତ୍ରୀ । ସୁପରିଟେଣ୍ଡେଣ୍ଟ ଇଞ୍ଜିନିୟର ବିଶ୍ୱବନ୍ଧୁ ପାଣିଗ୍ରାହୀଙ୍କ ଘରେ ରେଡ୍ ହୋଇଛି । ବାସଭବନ ସମେତ ବିଭିନ୍ନ ସ୍ଥାନରେ ଚଢାଉ ହୋଇଛି । ଭିଏସ୍ଏସ ନଗରରେ ଥିବା ବିଲ୍ଡିଂ GL ୭୩ ପ୍ଲଟ ନମ୍ବର ୯୫୦୫ରେ ଚଢ଼ାଉ ରୁଦ୍ରପୁର ଆସୋଟେକ ପ୍ରାଇଡ଼ରେ ଥିବା ଫ୍ଲାଟରେ ଚଢ଼ାଉ ହୋଇଛି । ଭଦ୍ରକ ମଠ ସାହିରେ ଥିବା ବିଲ୍ଡିଂରେ ଚାଲିଛି ଚଢ଼ାଉ ଭଦ୍ରକ ତୋରଣପଡାସ୍ଥିତ ପୈତୃକ ଘର ଓ ଭିଏସ୍ଏସ ନଗର ସ୍ଥିତ ସମ୍ପର୍କୀୟଙ୍କ ଘରେ ଛାପା ଉନ୍ନତି ଭବନରେ ଥିବା EICଙ୍କ ଅଫିସ ଭିତରେ ବି ଚାଲିଛି ରେଡ଼ । ୭ DSP ଙ୍କ ନେତୃତ୍ୱରେ ୫ ଇନ୍ସପେକ୍ଟର, ୮ ଏଏସଆଇ ଚଢ଼ାଉରେ ସାମିଲ ଭୁବନେଶ୍ୱର ସ୍ପେଶାଲ ଜଜ୍ ଭିଜିଲାନ୍ସଙ୍କ ନିର୍ଦ୍ଦେଶ କ୍ରମେ ଚଢ଼ାଉ ଦୁର୍ନୀତିଗସ୍ତ ଅଫିସରଙ୍କ ବିରୋଧରେ ଜିରୋ ଟଲେରାନ୍ସ ନୀତି ଆପଣାଉଛନ୍ତି ରାଜ୍ୟ ସରକାର ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!