Wednesday, November 18, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସ୍କର୍ପିଓ ଗାଡ଼ିରୁ ୧୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ଦୁଇ ଗିରଫ

by ସଞ୍ଜୟ ସ୍ୱାଇଁ
November 8, 2023
in Crime, State
ସ୍କର୍ପିଓ ଗାଡ଼ିରୁ ୧୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ଦୁଇ ଗିରଫ
41
VIEWS
Share on FacebookShare on Twitter

ଲମତାପୁଟ, (ବାଘୁଆବାର୍ତ୍ତା): ୧୦ଲକ୍ଷ ଟଙ୍କାର ଗଞ୍ଜେଇ ବୋଝେଇ କାର୍ ସହ ଦୁଇ ମାଫିଆ ଗିରଫ l ପାଡୁଆ ପୋଲିସ ବିଶେଷ ସୂତ୍ରରୁ ଖବର ପାଇ ସଭାପୁଟ ଗ୍ରାମ ନିକଟରେ ନାକାବନ୍ଦୀ କରିଥିଲା l ଦ୍ରୁତ ଗତିରେ ଆସୁଥିବା ସ୍କର୍ପିଓ କାର୍ ଅଟକାଇଥିଲା ପୋଲିସ l ଗାଡ଼ିକୁ ଯାଞ୍ଚ କରିବାରୁ ୧୫ଟି ଗଞ୍ଜେଇ ପ୍ୟାକେଟ୍ ବାହାରିଥିଲା l ଏହି ପ୍ୟାକେଟ୍‌ଗୁଡିକୁ ଓଜନ କରିବାରୁ ଏକ କ୍ବିଣ୍ଟାଲ ଗଞ୍ଜେଇ ବାହାର କରିଥିଲା l ଏହାର ମୂଲ୍ୟ ୧୦ଲକ୍ଷ ଟଙ୍କା ହେବ ବୋଲି ପୋଲିସ ସୂଚନା ଦେଇଛି l ଏହି ଗଞ୍ଜେଇ ସଭାପୁଟ ଗ୍ରାମରୁ ଆନ୍ଧ୍ରପ୍ରଦେଶକୁ ଚୋରା ଚାଲାଣ ହେଉଥିଲା l ବୁଧବାର ଦୁଇ ଗିରଫ ବ୍ୟକ୍ତି ଆନ୍ଧ୍ରପ୍ରଦେଶର ଖଡା ଭୀମ ରାଜୁ ଏବଂ ଚେଣ୍ଡିଆ ରାମଚନ୍ଦ୍ରନ ନାମରେ NDPS ମାମଲା ରୁଜୁ କରି କୋର୍ଟ ଚାଲାଣ କରିବ ପାଡୁଆ ପୋଲିସ l

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!