Saturday, November 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନୟାଗଡ଼ ଜିଲ୍ଲା ନୂତନ ବିଜେପି ସଭାପତିଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା

by ସଞ୍ଜୟ ସ୍ୱାଇଁ
November 10, 2023
in Nayagarh, Politics, State
ନୟାଗଡ଼ ଜିଲ୍ଲା ନୂତନ ବିଜେପି ସଭାପତିଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା
751
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ନୟାଗଡ଼ ଜିଲ୍ଲା ନୂତନ ବିଜେପି ସଭାପତି ତାପସ ରଞ୍ଜନ ମାର୍ଥାଙ୍କୁ ନୟାଗଡ଼ ଜିଲ୍ଲା ବିଜେପି ପକ୍ଷରୁ ସ୍ୱାଗତ ସମ୍ବର୍ଦ୍ଧନା ଦିଆଯାଇଛି । ନୟାଗଡ଼ ବ୍ଲକ କେନ୍ଦୁଢିପି ଠାରୁ ନୟାଗଡ଼ ବାରମାସି ଦଣ୍ଡାରେ ଥିବା କଲ୍ୟାଣୀ ମଣ୍ଡପ ପର୍ଯ୍ୟନ୍ତ ଏକ ବାଇକ ଶୋଭାଯାତ୍ରାରେ ବିଜେପି କର୍ମୀମାନେ ପାଛୋଟି ଆଣିଥିଲେ । ଏହି ଅବସରରେ ଉକ୍ତ କଲ୍ୟାଣ ମଣ୍ଡପରେ ସ୍ୱାଗତ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ ହୋଇଥିଲା ।

ଅତିଥି ଭାବେ ରାଷ୍ଟ୍ରିୟ ପ୍ରବକ୍ତା ସମ୍ବିତ ପାତ୍ର, ନୟାଗଡ଼ ଜିଲ୍ଲା ପ୍ରଭାରି ନିରଞ୍ଜନ ମିଶ୍ର, ରାଜ୍ୟ ଯୁବ ବିଜେପି ସଭାପତି ଅଭିଳାସ ପଣ୍ଡା, ରାଜ୍ୟ କାର୍ଯ୍ୟ ନିର୍ବାହି ସଦସ୍ୟ ଅଶୋକ ମିଶ୍ର, ବିଜେପି ନେତ୍ରୀ ପ୍ରତ୍ୟୁଷା ରାଜେଶ୍ୱରୀ, ଦଶପଲ୍ଲାର ପୂର୍ବତନ ବିଜେପି ପ୍ରାର୍ଥୀ ପୂର୍ଣ୍ଣଚନ୍ଦ୍ର ମଲ୍ଲିକ, ଖଣ୍ଡପଡ଼ାର ପୂର୍ବତନ ବିଜେପି ପ୍ରାର୍ଥୀ ଅର୍ଚ୍ଚନା ଦାସ, ବିଜେପିର ପୂର୍ବତନ ସଭାପତି ସନ୍ୟାସୀ ନାୟକ ଓ ରଣପୁର ବ୍ଲକ ଅଧ୍ୟକ୍ଷା ନିର୍ମଳା ବେହେରା ପ୍ରମୁଖ ଉପସ୍ଥିତ ରହିଥିଲେ ।

ନୂତନ ସଭାପତିଙ୍କୁ ଉପଢୋକନ ଦେଇ ସମ୍ବର୍ଦ୍ଧିତ କରାଯାଇଥିଲା । ଏହି ଅବସରରେ ଅତିଥି ମାନେ ଆଗାମୀ ଦିନରେ ବିଜେପି କିପରି ଶକ୍ତିଶାଳୀ ହେବ ସେଥି ନିମନ୍ତେ କାର୍ଯ୍ୟ କରିବା ପାଇଁ ଆହ୍ୱାନ ଦେଇଥିଲେ । ନୟାଗଡ଼ ଜିଲ୍ଲାର ୪ ଗୋଟି ଯାକ ନିର୍ବାଚନ ମଣ୍ଡଳୀ କିପରି ଭଲ ପ୍ରଦର୍ଶନ କରିବ ସେଥି ନିମନ୍ତେ ଅତିଥି ମାନେ ବକ୍ତବ୍ୟ ରଖିଥିଲେ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!