Wednesday, November 18, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନାବାଳିକା ଝିଅକୁ ବାପା କରିଥିଲା ଦୁଷ୍କର୍ମ, ଆଜି ବାନ୍ଧିଲା ପୁଲିସ

by ସଞ୍ଜୟ ସ୍ୱାଇଁ
November 11, 2023
in Crime, State
ନାବାଳିକା ଝିଅକୁ ବାପା କରିଥିଲା ଦୁଷ୍କର୍ମ, ଆଜି ବାନ୍ଧିଲା ପୁଲିସ
105
VIEWS
Share on FacebookShare on Twitter

ମାଲକାନଗିରି, (ବାଘୁଆବାର୍ତ୍ତା): ନିଜର ନାବାଳିକା ଝିଅ ସହ ଦୁଷ୍କର୍ମ କରିଛି ବାପା । ଏଭଳି ଏକ ଲଜ୍ଜ୍ୟାଜନକ ଘଟଣା ଘଟିଛି ମାଲକାନଗିରି ଜିଲ୍ଲାର ବାଲିମେଲାରେ । ଅଭିଯୁକ୍ତ ବ୍ୟକ୍ତି ଜଣକ ହେଲେ ନିମାଇଁ ସରକାର । ନଭେମ୍ବର ୫ ରେ ଅଭିଯୁକ୍ତ ତାଙ୍କର ୧୩ ବର୍ଷର ନାବାଳିକା ସହ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଥିଲା। ଏହି ଘଟଣାରେ ଆଜି ପୁଲିସ ନିମାଇଁଙ୍କୁ ଗିରଫ କରିଥିବା ଜଣାପଡ଼ିଛି । ସୂଚନା ଅନୁଯାୟୀ, ପ୍ରାୟ ଆଠ ମାସ ପୂର୍ବରୁ ନିମାଇଁଙ୍କ ପତ୍ନୀ ବୈବାହିକ କଳହ ପରେ ପୁଅ ସହିତ ଘର ଛାଡି ପଳାଇଥିଲେ। ଏହା ପରେ ନିମାଇଁ ଘରେ ଝିଅ ସହ ଏକା ରହୁଥିଲେ । ନଭେମ୍ବର ୫ ତାରିଖରେ ରାତିରେ ଶୋଇଥିବା ବେଳେ ନିମାଇଁ ନିଜର ନାବାଳିକାକୁ ଝିଅ ସହ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଥିଲା। ତେବେ ପୀଡିତା ତାଙ୍କ ପଡୋଶୀଙ୍କ ଆଗରେ ଏ ବିଷୟରେ କହିବାପରେ ଏହି ଘଟଣା ସାମ୍ନାକୁ ଆସିଥିଲା। ଏହା ପରେ ପଡୋଶୀ ତୁରନ୍ତ ପୁଲିସକୁ ଏ ବାବଦରେ ଖବର ଦେଇଥିଲେ । ଅଭିଯୋଗ ପରେ ଆଜି ପୁଲିସ ନିମାଇଁଙ୍କୁ ଗିରଫ କରିବା ସହ ଘଟଣାକୁ ନେଇ ଅଧିକ ତଦନ୍ତ ଚଳାଇଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!