Sunday, November 15, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଡାକ୍ତର ଓ ବ୍ଲକ କର୍ମଚାରୀଙ୍କୁ କରୋନା ପରେ ପ୍ରଶାସନର ଚିନ୍ତା ବଢ଼ିଲା

by Anil Panda
July 11, 2020
in Breaking
ଡାକ୍ତର ଓ ବ୍ଲକ କର୍ମଚାରୀଙ୍କୁ କରୋନା ପରେ ପ୍ରଶାସନର ଚିନ୍ତା ବଢ଼ିଲା
41
VIEWS
Share on FacebookShare on Twitter

ଗଣିଆ ବ୍ଲକ ସିଲ୍‌, ବିଡିଓ ସଂଗରୋଧରେ

ନୟାଗଡ଼,(ବାଘୁଆବାର୍ତ୍ତା): ନୟାଗଡ଼ ଜିଲ୍ଲାରେ ଗତକାଲି ୩୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରେ ନୟାଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ଜଣେ ଡାକ୍ତର ଏବଂ ଗଣିଆ ବ୍ଲକର ଜଣେ କର୍ମଚାରୀ ରହିଥିବା ଜଣାଯାଇଛି । ଯାହାକୁ ନେଇ ପ୍ରଶାସନର ମୁଣ୍ଡ ବିନ୍ଧା ବଢ଼ିଥିବା ବେଳେ ଗଣିଆ ବ୍ଲକ କାର୍ଯ୍ୟାଳୟ ଏବଂ ବ୍ଲକ କଲୋନୀକୁ ସିଲ୍ କରି ଦିଆଯାଇଛି । ଅନ୍ୟପକ୍ଷେ, ଏହି ବ୍ଲକ ବିଡିଓ ସିରିଏଲ୍ ପଟେଲଙ୍କ ସମେତ ଅନ୍ୟ କିଛି କର୍ମଚାରୀଙ୍କୁ ଗୃହ ସଂଗରୋଧରେ ରହିଥିବା ଜଣାଯାଇଛି । ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ଡାକ୍ତର ଜଣଙ୍କ ହରିହରପୁର କରଡ଼ାଶାସନ ଗ୍ରାମର ହୋଇଥିବା ବେଳେ ସେ ଦୁଇ ମାସ ହେବ ନୟାଗଡ଼ ଡାକ୍ତରଖାନାରେ କାର୍ଯ୍ୟରେ ଯୋଗ ଦେଇଥିବା ଜଣାଯାଇଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!