Tuesday, June 9, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପାହାନ୍ତିଆ ପହରରେ ଚାଲିଛି ଘରୋଇ ଟ୍ୟୁସନ୍‌

by Anil Panda
July 11, 2020
in Lifestyle
ପାହାନ୍ତିଆ ପହରରେ ଚାଲିଛି ଘରୋଇ ଟ୍ୟୁସନ୍‌
68
VIEWS
Share on FacebookShare on Twitter

କୋଭିଡ୍ ନିୟମକୁ ଖୋଲାଖୋଲି ଫୁ’

ନୟାଗଡ଼, (ବାଘୁଆବାର୍ତ୍ତା) : ସାରା ବିଶ୍ୱରେ ଆତଙ୍କ ଖେଳାଇଥିବା କରୋନା ମହାମାରୀ ପାଇଁ ସାରା ରାଜ୍ୟ ତଥା ଜିଲ୍ଲାରେ କଟକଣା ଲାଗୁ କରାଯାଇଥିବା ବେଳେ ନୟାଗଡ଼ ଜିଲ୍ଲାରେ କୋଭିଡ୍ ନିୟମର ଖୋଲାଖୋଲି ଉଲଂଘନ ଚାଲିଛି । ସରକାର କରୋନା ମହାମାରୀ ପାଇଁ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ କରିବାକୁ ନିର୍ଦ୍ଦେଶ ଦେଇଥିବା ବେଳେ ଜିଲ୍ଲାରେ ଏହାର ଓଲଟା ଚିତ୍ର ଦେଖିବାକୁ ମିଳୁଛି । ଟିୟ୍ୟୁଟୋରିଆଲ୍ ମାଲିକମାନେ ଏବେ ପାହାନ୍ତିଆ ପହରରେ ଟ୍ୟୁସନ୍ କରୁଥିବା ନେଇ ଅଭିଯୋଗ ଆସୁଛି । ଭୋର ୪ଟାରୁ ସକାଳ ଏବଂ ସଂନ୍ଧ୍ୟାରୁ ରାତି ୧୦ ପର୍ଯ୍ୟନ୍ତ ମେଂଚା ମେଂଚା ପିଲାଙ୍କୁ ଏକାଠି କରି ଟ୍ୟୁସନ୍ ଚାଲୁଥିବବ୍ୱେଳେ ପୁଲିସ କିମ୍ବା ଜିଲ୍ଲା ପ୍ରଶାସନ ପକ୍ଷରୁ ଏହାକୁ ନେଇ କୈାଣସି ପ୍ରତିବନ୍ଧକ ନାହିଁ । ସୂଚନାନୁସାରେ, ଜିଲ୍ଲାରେ ୨୭୦ରୁ ଉର୍ଦ୍ଧ୍ୱ କରୋନା ଆକ୍ରାନ୍ତ ଚିହ୍ନଟ ହୋଇସାରିଥିବା ବେଳେ ସେମାନଙ୍କ ମଧ୍ୟରୁ ଏକାଧିକ ସ୍ଥାନୀୟ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଯାହାକୁ ନେଇ ଜିଲ୍ଲାବାସୀଙ୍କ ମଧ୍ୟରେ ଚିନ୍ତା ବଢ଼ିଥିବା ବେଳେ ଟିୟୁଟୋରିଆଲ୍ ମାଲିକମାନେ ଅର୍ଥ ପିପାଷୁ ସାଜିଥିବା ସାଧାରଣରେ ଅଭିଯୋଗ ହେଉଛି । ଏଭଳି ବେନିୟମ କାର୍ଯ୍ୟକୁ ପ୍ରଶାସନ ତରଫରୁ ବନ୍ଦ କରାନଗଲେ ସଂକ୍ରମଣ ବଢ଼ିବାର ଆଶଙ୍କା ପ୍ରକାଶ ପାଇଛି ।

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!