Tuesday, November 17, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଭିଜିଲାନ୍ସ ଜାଲରେ କିରାଣୀ

by ସଞ୍ଜୟ ସ୍ୱାଇଁ
November 16, 2023
in Crime, State
ଭିଜିଲାନ୍ସ ଜାଲରେ କିରାଣୀ
147
VIEWS
Share on FacebookShare on Twitter

ଯାଜପୁର, (ବାଘୁଆବାର୍ତ୍ତା): ଭିଜିଲାନ୍ସ ଜାଲରେ କିରାଣୀ। ୪ହଜାର ଟଙ୍କା ଲାଞ୍ଚ ନେବାବେଳେ ଗିରଫ ହୋଇଛନ୍ତି ଯାଜପୁର କବିରପୁର ସ୍ଥିତ ପୁରୁଷୋତ୍ତମପୁର ଉଚ୍ଚ ବିଦ୍ୟାଳୟର କିରାଣୀ ମହେଶ୍ୱର ସାମଲ । ପେନସନ ଟଙ୍କା କରାଇ ଦେବା ପାଇଁ ୪ହଜାର ଟଙ୍କା ଲାଞ୍ଚ ନେଉଥିଲେ। ଟ୍ରାପ ପରେ ମହେଶ୍ବର ସାମଲଙ୍କ ଆୟ ବର୍ହିଭୁତ ସମ୍ପତ୍ତି ଯାଞ୍ଚ କରୁଛି ଭିଜିଲାନ୍ସ। ଯାଜପୁର ଜିଲ୍ଲାର ଦୁଇଟି ସ୍ଥାନରେ ଚାଲିଛି ଭିଜିଲାନ୍ସ ଚଢ଼ାଉ। କଟକ ଭିଜିଲାନ୍ସ ଡିଭିଜନରେ ଏ ନେଇ ରୁଜ୍ଜୁ ହୋଇଛି ମାମଲା।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!