Wednesday, May 27, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପଦୋନ୍ନତୀ ପାଇଲେ ଏସଆଇ ସୁବାଷ

by ସଞ୍ଜୟ ସ୍ୱାଇଁ
November 16, 2023
in Feature News
ପଦୋନ୍ନତୀ ପାଇଲେ ଏସଆଇ ସୁବାଷ
486
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ନୟାଗଡ଼ ଜିଲ୍ଲା ଇଟାମାଟି ଥାନାରେ କାର୍ଯ୍ୟରତ ଏସଆଇ ସୁବାଷ ବେହେରାଙ୍କୁ ରାଜ୍ୟ ପୁଲିସ ବିଭାଗ ପଦୋନ୍ନତୀ ଦେଇଛି । ସେ ଇନ୍ସିପେକ୍ଟର ର‌୍ୟାଙ୍କକୁ ପଦୋନ୍ନତୀ ପାଇଥିବା ଜଣାଯାଇଛି । ନୟାଗଡ଼ ଜିଲ୍ଲାରୁ ତାଙ୍କର ଗଞ୍ଜାମ ଜିଲ୍ଲାକୁ ବଦଳି ହୋଇଥିବା ସୂଚନା ମିଳିଛି । ପୁରୀ ଜିଲ୍ଲା ସାକ୍ଷୀଗୋପାଳରେ ଜନ୍ମ ଗ୍ରହଣ କରିଥିବା ଶ୍ରୀଯୁକ୍ତ ବେହେରା ନୟାଗଡ଼ ସଦରଥାନାରେ ଦୀର୍ଘଦିନ ଧରି କାର୍ଯ୍ୟ କରିଥିଲେ । ସଦରଥାନାରୁ କିଛିଦିନ ତଳେ ଇଟାମାଟି ଥାନାକୁ ବଦଳି ହୋଇଥିବା ବେଳେ ଏବେ ପଦୋନ୍ନତୀ ସହ ଗଞ୍ଜାମ ଜିଲ୍ଲାକୁ ବଦଳି ହୋଇଛି ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!