Tuesday, November 17, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଧରାପଡିଗଲା ବାବାଙ୍କ କେଳେଙ୍କାରୀ, ଧର୍ମ ପ୍ରଚାର ଆଳରେ କରୁଥିଲେ ଗଞ୍ଜେଇ ବେପାର

by ସଞ୍ଜୟ ସ୍ୱାଇଁ
November 16, 2023
in Crime, State
ଧରାପଡିଗଲା ବାବାଙ୍କ କେଳେଙ୍କାରୀ, ଧର୍ମ ପ୍ରଚାର ଆଳରେ କରୁଥିଲେ ଗଞ୍ଜେଇ ବେପାର
100
VIEWS
Share on FacebookShare on Twitter

ବାରଙ୍ଗ, (ବାଘୁଆବାର୍ତ୍ତା): ଧରାପଡିଗଲା ବାବାଙ୍କ କେଳେଙ୍କାରୀ । ଧର୍ମ ପ୍ରଚାର ଆଳରେ କରୁଥିଲେ ଗଞ୍ଜେଇ ବେପାର । ଭଡ଼ା ଘରେ କରିଥିଲେ ଗୋଦାମ । ପେଶାଦାର ଅପରାଧୀ ସହ ମିଶି କରୁଥିଲେ ବେପାର । ଫୁଲବାଣୀରୁ ଆଣି ସ୍କୁଟି ସାହାଯ୍ୟରେ କରୁଥିଲେ ବେପାର । ବାବାଙ୍କୁ ଗିରଫ କଲା ଚନ୍ଦ୍ରଶେଖରପୁର ଥାନା ପୋଲିସ । ଦୀର୍ଘବର୍ଷ ଧରି ବାବା ଏବଂ ଚେଲା ପରିଚୟ ଦେଇ ରାଜଧାନୀ ତଥା ବିଭିନ୍ନ ସହରକୁ ଗଞ୍ଜେଇ କାରବାର କରୁଥିବା ଦୁଇ ନିଶା ବେପାରୀଙ୍କୁ ଚନ୍ଦ୍ରଶେଖରପୁର ଥାନା ପୋଲିସ ଗିରଫ କରିଛି । ଫୁଲବାଣୀରୁ ବସ୍ ଏବଂ କାର୍ ଯୋଗେ ଗଞ୍ଜେଇ ମଗାଇ ପଟିଆ କାନନବିହାର ସ୍ଥିତ ଭଡ଼ା ଘରେ କରିଥିଲେ ଗୋଦାମ । ଧର୍ମ ପ୍ରଚାର ଆଳରେ ସ୍କୁଟିରେ ବୁଲି ବୁଲି ଗଞ୍ଜେଇ ବିକ୍ରି କରୁଥିଲେ । ବୁଧବାର ଦିନ ବାବା ଓ ଚେଲା ଡିଲ୍ କରୁଥିବା ସମୟରେ ପୂର୍ବରୁ ସୂଚନା ପାଇ ପ୍ରସ୍ତୁତ ଥିବା ଚନ୍ଦ୍ରଶେଖରପୁର ଥାନା ପୋଲିସ ବାବା ବିଚିତ୍ର ପଣ୍ଡା ଓ ଚେଲା ଉତ୍ତମ ମହାନ୍ତିଙ୍କୁ ଗିରଫ କରିଛି । ଉଭୟଙ୍କ ପାଖରୁ ୧୦ କିଲୋ ୫ ଶହ ଗ୍ରାମ ଗଞ୍ଜେଇ ଜବତ ସହ ଦୁଇଟି ମୋବାଇଲ, ଗୋଟିଏ ହୋଣ୍ଡା ଆକ୍ଟିଭା ଏବଂ ନଗଦ ଦୁଇ ହଜାର ଟଙ୍କା ଜବତ କରିଛି ପୋଲିସ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!