Tuesday, November 17, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ହାତୀ ଦାନ୍ତ ଜବତ, ୪ ଗିରଫ

by ସଞ୍ଜୟ ସ୍ୱାଇଁ
November 19, 2023
in Crime, State
ହାତୀ ଦାନ୍ତ ଜବତ, ୪ ଗିରଫ
39
VIEWS
Share on FacebookShare on Twitter

ଠାକୁରମୁଣ୍ଡା, (ବାଘୁଆବାର୍ତ୍ତା): ଶିମିଳିପାଳ ପାଦଦେଶରୁ ହାତୀ ଦାନ୍ତ ସହ ୪ ଗିରଫ। ହାତୀଦାନ୍ତ ଡିଲ ବେଳେ ଚଢଉ କରି ଗିରଫ କଲା ବନ ବିଭାଗ। ମୟୂରଭଞ୍ଜ ଜିଲ୍ଲା ଠାକୁରମୁଣ୍ଡା ବନାଞ୍ଚଳର ଦିଲଗଞ୍ଜ ଅଞ୍ଚଳରେ ଜବତ ହୋଇଛି ହାତୀ ଦାନ୍ତ। ହାତୀ ଦାନ୍ତ ଡିଲ ନେଇ ଠାକୁରମୁଣ୍ଡା ରେଞ୍ଜ ଅଧିକାରୀ ଖବର ପାଇବା ପରେ ଚମ୍ପାଝର ଗ୍ରାମପଞ୍ଚାୟତର ଦିଲଗଞ୍ଜ ଅଞ୍ଚଳରେ ଠାକୁରମୁଣ୍ଡା, କରଞ୍ଜିଆ ଏବଂ ସାତକୋଶିଆର ବନ କର୍ମଚାରୀ ମିଳିତ ଭାବେ ଚଢଉ କରିଥିଲେ। ଚଢଉ ବେଳେ ଦୁଇଟି ହାତୀଦାନ୍ତ ସହିତ ୪ଜଣଙ୍କୁ ଗିରଫ କରିଛି ବନ ବିଭାଗ। ଏମାନେ ବ୍ୟବହାର କରିଥିବା ୩ଟି ବାଇକ ମଧ୍ୟ ଜବତ କରାଯାଇଛି। ଘଟଣା ସ୍ଥଳରୁ ଆଉ ଦୁଇ ଜଣ ଅଭିଯୁକ୍ତ ଖସି ଯାଇଥିବା ଜଣାପଡ଼ିଛି। ହାତୀଦାନ୍ତ ଡିଲ ନେଇ ଅଧିକ ତଦନ୍ତ ଜାରି ରଖିଛି ବନବିଭାଗ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!