Tuesday, November 17, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଗ୍ରାହକ ସାଜି ଦୁଇ ବାଘ ଛାଲ ବେପାରୀଙ୍କୁ ମାଡ଼ି ବସିଲା ଏସ୍‌ଟିଏଫ୍

by ସଞ୍ଜୟ ସ୍ୱାଇଁ
November 20, 2023
in Crime, Nayagarh, State
ଘରେ ପଶି ଭୁଜାଲିରେ ଆକ୍ରମଣ
142
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ନୟାଗଡ଼ ଜିଲ୍ଲା ଅନ୍ତର୍ଗତ ଦଶପଲ୍ଲା ନିର୍ବାଚନ ମଣ୍ଡଳୀ ଦଶପଲ୍ଲାରୁ ଦୁଇ ବାଘ ଛାଲ ବେପାରୀଙ୍କୁ ମାଡି ବସିଲା ଏସଟିଏଫ । ବାଘ ଛାଲ ବିକ୍ରି ପାଇଁ ଚାଲିଥିଲା ଡିଲ୍ । ୧୦ ଲକ୍ଷ ଟଙ୍କାରେ ବିକ୍ରି ପାଇଁ ଡିଲ୍ ଚାଲିଥିବା ବେଳେ ଗ୍ରାହକ ସାଜି ମାଡିବସିଲା ଏସ୍‌ଟିଏଫ୍ । ଦୁଇ ବାଘ ଛାଲ ବେପାରୀଙ୍କୁ ଗିରଫ କଲା କ୍ରାଇମବ୍ରାଞ୍ଚ୍ ଏସ୍‌ଟିଏଫ୍ । ୧୦ ଲକ୍ଷରେ ବାଘ ଛାଲ ବିକ୍ରି ପାଇଁ ଚାଲିଥିଲା ଡିଲ୍ । କୌଣସି ସୁତ୍ରରୁ ଖବର ପାଇଥିଲା ଏସ୍‌ଟିଏଫ୍ । ପ୍ଲାନ୍ ମୁତାବିକ ଗ୍ରାହକ ସାଜି କରୁଥିଲା ଡିଲ୍ । ଆଉ ଏହି ଡିଲ୍ ବେଳେ ଦୁଇ ଜଣ ବାଘ ଛାଲ୍ ବେପାରୀଙ୍କୁ ଗିରଫ କରିଛି ଏସ୍‌ଟିଏଫ୍ । ନୟାଗଡ଼ ଦଶପଲ୍ଲାରୁ ଉଭୟଙ୍କୁ ଗିରଫ କରାଯାଇଛି । ସେମାନଙ୍କ ନିକଟରୁ ଦୁଇଟି କଲରାପତରିଆ ବାଘ ଛାଲ ଜବତ ହୋଇଛି । ତେବେ ବାଘକୁ କେଉଁ ଜଙ୍ଗଲରୁ ମରାଯାଇଛି । ସେନେଇ ଖୋଳତାଡ଼ ଚାଲିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!