Tuesday, November 17, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପୋଲ ତଳୁ ମିଳିଲା ନବଜାତ ଶିଶୁର ମୃତଦେହ

by ସଞ୍ଜୟ ସ୍ୱାଇଁ
November 20, 2023
in Crime, State
ଘରେ ପଶି ଭୁଜାଲିରେ ଆକ୍ରମଣ
43
VIEWS
Share on FacebookShare on Twitter

ବାଲେଶ୍ଵର, (ବାଘୁଆବାର୍ତ୍ତା): ନବଜାତ ଶିଶୁର ମୃତଦେହ ଠାବ । ବାଲେଶ୍ୱର ଜିଲ୍ଲା ସହଦେବ ଖୁଣ୍ଟା ଥାନା ଅରଡ ବଜାରରୁ ଠାବ ହୋଇଛି ମୃତଦେହ । ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ଅରଡ ବଜାର ଲୁଣିଆ ଝୋଡି ପୋଲ ନିକଟରେ ଏକ ନବଜାତ ଶିଶୁର ମୃତଦେହ ପଡିଥିବାର ଦେଖିବାକୁ ମିଳିଥିଲା । ଏକ ବ୍ୟାଗ୍‌ରେ ରହିଥିଲା ନବଜାତର ମୃତଦେହ । ଯାହାକୁ ଦେଖି ତୁରନ୍ତ ପୋଲିସକୁ ଖବର ଦିଆଯାଇଥିଲା । ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରିଛି । ଏହାସହିତ ଘଟଣାର ତଦନ୍ତ ଆରମ୍ଭ କରିଛି । କିଏ ଓ କାହିଁକି ଏଠାରେ ମୃତଦେହ ଫିଙ୍ଗିଛି । ବର୍ତ୍ତମାନ ଯାଏଁ ତାହା ଅସ୍ପଷ୍ଟ ରହିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!