Friday, June 5, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବାହାକ ଜନିତ ରୋଗ ସମ୍ବନ୍ଧିୟ ସଚେତନତା

by ସଞ୍ଜୟ ସ୍ୱାଇଁ
November 24, 2023
in Health, Nayagarh, State
ବାହାକ ଜନିତ ରୋଗ ସମ୍ବନ୍ଧିୟ ସଚେତନତା
62
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ନୟାଗଡ଼ ଜିଲ୍ଲାପାଳଙ୍କ ସଭାଗୃହରେ ଜିଲ୍ଲା ସ୍ତରିୟ ଡେଙ୍ଗୁ, ମ୍ୟାଲେରିଆ ତଥା ଅନ୍ୟାନ୍ୟ ବାହାକ ଜନିତ ରୋଗ ସମ୍ବନ୍ଧିୟ ସଚେତନତା ସଭା ଜିଲ୍ଲାପାଳ ରବୀନ୍ଦ୍ର ନାଥ ସାହୁଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଥିଲା । ଉକ୍ତ ସଭା ମାଧ୍ୟମରେ ବାହାକ ଜନିତ ରୋଗ ଜନସ୍ୱାସ୍ଥ୍ୟ ଅଧିକାରୀ, ଜିଲ୍ଲାର ସମସ୍ତ ବିଭାଗର ଅଧିକାରୀଙ୍କୁ ମ୍ୟାଲେରିଆ, ଫାଇଲେରିଆ, ଡେଙ୍ଗୁ ଓ ଜାପାନିଜ ଲନସେଫାଲାଇଟିସ ରୋଗର ଆକଳନ ସମ୍ବନ୍ଧରେ ସୂଚନା ପ୍ରଦାନ କରିଥିଲେ ।

ଉକ୍ତ ରୋଗ ଗୁଡିକର ନିରାକରଣ, ଚିକିତ୍ସା ଓ ନିୟନ୍ତ୍ରଣର ଉପାୟ ମାନ ସମ୍ବନ୍ଧରେ ବିଷଦ୍ଭାବେ ଆଲୋକପାତ କରିଥିଲେ । ସରକାରଙ୍କ ଦ୍ୱାରା ପ୍ରଦାନ କରାଯାଇଥିବା ଦୀର୍ଘ ସ୍ଥାୟୀ କିଟନାଶକ ଔପଚାରିତ ମଶାରୀ ସମସ୍ତେ ବ୍ୟବହାର କରିବା ଓ ଘର ଏବଂ ଘର ଚାରିପାଖ ସଫା ରଖିବା ଉକ୍ତ ସଭାର ମୁଖ୍ୟ ବାର୍ତ୍ତା ଥିଲା । ଉପସ୍ଥିତ ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀମାନେ ବାହାକ ଜନିତ ରୋଗ ନିରାକରଣ ଓ ସଚ୍ଚେତନତାରେ ନିଜକୁ ଭାଗିଦାରୀ କରିବା ପାଇଁ ସହଯୋଗ ପ୍ରଦାନ କରିଥିଲେ ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!