Tuesday, November 17, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କାମବାଲି ରଖୁଥିଲେ ସାବଧାନ, ଲୁଟିନେଲେ ଲକ୍ଷେ ଟଙ୍କା

by ସଞ୍ଜୟ ସ୍ୱାଇଁ
November 29, 2023
in Crime, State
କାମବାଲି ରଖୁଥିଲେ ସାବଧାନ, ଲୁଟିନେଲେ ଲକ୍ଷେ ଟଙ୍କା
106
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଆପଣ ଘରେ କାମବାଲି ରଖୁଛନି କି ତେବେ ହୋଇଯାଆନ୍ତୁ ସାବଧାନ । ପରିସ୍ଥିତର ଫାଇଦା ଉଠାଇ ଲୁଟୁଛନ୍ତି ଏମାନେ । ଦରକାର ପଡିଲେ କଳାକନା ବି ବୁଲାଉଛନ୍ତି । ଆଜ୍ଞା ହଁ ଏବେ ରାଜଧାନୀରେ ଘର କାମବାଲୀଙ୍କୁ ସାବଧାନ । ଏକଥା ଆମେ କହୁନୁ ବରଂ ଜବତ ହୋଇଥିବା ସିସିଟିଭି ଫୁଟେଜ ବୟାନ କରୁଛି ଅନେକ କିଛି । ଘଟଣା ଘଟିଛି ଭୁବନେଶ୍ଵର ଝାରପଡ଼ା ଜଗନ୍ନାଥ ନଗର ରୋଡରେ ରହୁଥିବା ବିଭୁ ପ୍ରସାଦ ମହାପାତ୍ରଙ୍କ ଘରୁ । କହିବାକୁ ଗଲେ ମାମି ପାତ୍ର ନାମକ ମହିଳା ବିଭୁ ମହାପାତ୍ରଙ୍କ ଘରେ ରୋଷେୟା ଭାବେ ଫ୍ରେବୃୟାରୀ ମାସରୁ କାମ କରିଆସୁଥିଲା । ମାସକୁ ୪୦୦୦ ହଜାର ଟଙ୍କା ଦରମା ପାଉଥିଲା । ମହାପାତ୍ରଙ୍କ ନିଜ ଘର କାମ ଚାଲୁଥିବା ଯୋଗୁ ଘରେ ସବୁବେଳେ ନଗଦ ଟଙ୍କା ରହୁଥିଲା । ସମୟ ଓ ସୁଯୋଗ ଦେଖି ବେଡ଼ରୁମର ଆଲମିରାରୁ ପାଖାପାଖି ଏକ ଲକ୍ଷ ଟଙ୍କା ଚୋରୀ କରିବାର ଦୃଶ୍ୟ ସିସିଟିଭିରେ କଏଦ୍ ହୋଇଛି । ଏହି ଘଟଣାକୁ ନେଇ ଲକ୍ଷ୍ମୀସାଗର ଥାନାରେ ପରିବାର ଏତଲା ଦେଇଛନ୍ତି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!