Saturday, July 18, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଜାପାନ ସମୁଦ୍ରକୂଳରେ ଆମେରିକା ଯୁଦ୍ଧ ବିମାନ କ୍ରାସ୍

by ସଞ୍ଜୟ ସ୍ୱାଇଁ
November 29, 2023
in NATIONAL NEWS, WORLD
ଜାପାନ ସମୁଦ୍ରକୂଳରେ ଆମେରିକା ଯୁଦ୍ଧ ବିମାନ କ୍ରାସ୍
52
VIEWS
Share on FacebookShare on Twitter

ନୂଆଦିଲ୍ଲୀ,(ବାଘୁଆବାର୍ତ୍ତା): ଆମେରିକାର ଯୁଦ୍ଧ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ମିଡିଆ ରିପୋର୍ଟ ଅନୁସାରେ ଏହି ବିମାନ ଜାପାନ ସମୁଦ୍ରକୂଳ ନିକଟରେ ଦୁର୍ଘଟଣାଗ୍ରସ୍ତ ହୋଇଛି । ତଟରକ୍ଷୀ ବାହିନୀ ଅନୁସାରେ ଆଠ ବ୍ୟକ୍ତିଙ୍କୁ ନେଇ ଯାଉଥିବା ସୈନ୍ୟ ବିମାନ ୟୁଏସ୍ ଆସ୍ପ୍ରେ ବୁଧବାର ଦୁର୍ଘଟଣାଗ୍ରସ୍ତ ହୋଇଛି । ସେନା ମୁଖପାତ୍ର କହିଛନ୍ତି, ‘ଆଜି ଅପରାହ୍ଣ ୨.୪୭ ମିନିଟ୍‌ରେ ସୂଚନା ମିଳିଥିଲା ଯେ ଆମେରିକା ସେନାର ଆସ୍ପ୍ରେ ୟାକୁଶିମା ଦ୍ୱୀପରେ ଦୁର୍ଘଟଣାର ଶିକାର ହୋଇଛି’। ଆମେରିକା ସେନାର ମୁଖପାତ୍ର କହିଛନ୍ତି, ‘ଯୁଦ୍ଧ ବିମାନରେ ଚାଳକ ଦଳର ଆଠ ଜଣ ସଦସ୍ୟ ଥିଲେ । ତେବେ ବର୍ତ୍ତମାନ ସୁଦ୍ଧା ସେମାନଙ୍କ ବିଷୟରେ କୌଣସି ସୂଚନା ମିଳିପାରି ନାହିଁ’। ଉଲ୍ଲେଖଯୋଗ୍ୟ ଯେ ଚଳିତ ବର୍ଷ ଅଗଷ୍ଟ ମାସରେ କାର୍ଲିଫର୍ନିଆରେ ଏକ ସୈନ୍ୟ ଶିବିର ନିକଟରେ ଆମେରିକୀୟ ଯୁଦ୍ଧ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଥିଲା । ଏହି ଦୁର୍ଘଟଣାରେ ପାଇଲଟଙ୍କ ମୃତ୍ୟୁ ହୋଇଥିଲା । ୟୁଏସ ମରୀନ କର୍ପ ଏହି ଖବରକୁ ସ୍ପଷ୍ଟ କରିଥିଲା । ଦୁର୍ଘଟଣା ପରେ ସର୍ଚ୍ଚ ଅପରେସନରେ ପାଇଲଟଙ୍କ ମୃତ ଦେହ ମିଳିଥିଲା ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!