Tuesday, November 17, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କୁଖ୍ୟାତ ଅପରାଧୀ ସୁଶାନ୍ତ ସାହୁକୁ ଏନକାଉଣ୍ଟର, ରହିଛି ୫୦ରୁ ଅଧିକ ଅପରାଧିକ ମାମଲା

by ସଞ୍ଜୟ ସ୍ୱାଇଁ
December 3, 2023
in Crime, State
କୁଖ୍ୟାତ ଅପରାଧୀ ସୁଶାନ୍ତ ସାହୁକୁ ଏନକାଉଣ୍ଟର, ରହିଛି ୫୦ରୁ ଅଧିକ ଅପରାଧିକ ମାମଲା
129
VIEWS
Share on FacebookShare on Twitter

ଜଗତସିଂପୁର, (ବାଘୁଆବାର୍ତ୍ତା): ଜଗତସିଂପୁର ତିର୍ତ୍ତୋଲ ଅଞ୍ଚଳର କୁଖ୍ୟାତ ଅପରାଧୀ ସୁଶାନ୍ତ ସାହୁକୁ ପୋଲିସ ଏନକାଉଣ୍ଟର କରିଛି । ଶନିବାର ବିଳମ୍ବିତ ରାତିରେ ତାକୁ ନିଶ୍ଚିତକୋଇଲି ଥାନା ପକ୍ଷରୁ ଅସୁରେଶ୍ଵର ଖେଳ ପଡିଆ ଠାରେ ଏନକାଉଣ୍ଟର କରାଯାଇଛି।ସୁଶାନ୍ତ ନା ରେ ବିଭିନ୍ନ ଜିଲ୍ଲା ର ଏକାଧିକ ଥାନାରେ ୫୦ ଉର୍ଦ୍ଧ୍ୱ ମାମଲା ରହିଛି।ତେବେ ସୁଶାନ୍ତ ର ଗୋଡ଼ରେ ଗୁଳି ବାଜିବା ପରେ ତାକୁ ଏବେ କଟକ ଏସସିବି ମେଡିକାଲକୁ ସ୍ଥାନାନ୍ତର କରାଯାଇଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!