Tuesday, November 17, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଭିଜିଲାନ୍ସ ଜାଲରେ ବରିଷ୍ଠ ସହାୟକ

by ସଞ୍ଜୟ ସ୍ୱାଇଁ
December 4, 2023
in Crime, State
ଭିଜିଲାନ୍ସ ଜାଲରେ ବରିଷ୍ଠ ସହାୟକ
120
VIEWS
Share on FacebookShare on Twitter

ଆଠମଲ୍ଲିକ, (ବାଘୁଆବାର୍ତ୍ତା): ଭିଜିଲାନ୍ସ ଜାଲରେ ବରିଷ୍ଠ ସହାୟକ । ଭିଜିଲାନ୍ସ ପଞ୍ଝାରେ ଅନୁଗୋଳ ଜିଲ୍ଲା କିଶୋରନଗର ବ୍ଲକ ଅଫିସର ବରିଷ୍ଠ ସହାୟକ ନିତ୍ୟାନନ୍ଦ ଗାଇରିଆ । କିଶୋରନଗର ବ୍ଲକ ଅଫିସରେ ଭିଜିଲାନ୍ସ ପକ୍ଷରୁ ଚାଲିଛି ଚଢାଉ । ୧୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ମାଡିବସିଲା ଭିଜିଲାନ୍ସ । ଅନୁଗୋଳ ଜିଲ୍ଲା କିଶୋରନଗର ବ୍ଲକ ଅଫିସର ବରିଷ୍ଠ ସହାୟକ ନିତ୍ୟାନନ୍ଦ ଗାଇରିଆଙ୍କ ଅଫିସ ସମେତ ବିଭିନ୍ନ ସ୍ଥାନରେ ଚାଲିଛି ଚଢାଉ । ଜୁନିୟର ଆସିଷ୍ଟାଣ୍ଟ ପୂର୍ଣ୍ଣ ଚନ୍ଦ୍ର ଭୁକ୍ତାଙ୍କ ସାଲାରୀ ଓ୍ୱାର୍କ ପାଇଁ ନେଉଥିଲେ ଲାଞ୍ଚ । ଏହି ସମୟରେ ମାଡିବସିଛି ଭିଜିଲାନ୍ସ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!