Tuesday, November 17, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଘରେ ପଶି ମହିଳାଙ୍କୁ ଗୁଳିମାଡ଼, ପୁଲିସର ତନାଘନା

by ସଞ୍ଜୟ ସ୍ୱାଇଁ
December 6, 2023
in Crime, State
ଘରେ ପଶି ମହିଳାଙ୍କୁ ଗୁଳିମାଡ଼, ପୁଲିସର ତନାଘନା
19
VIEWS
Share on FacebookShare on Twitter

ନୀଳଗିରି, (ବାଘୁଆବାର୍ତ୍ତା): ବାଲେଶ୍ୱର ଜିଲ୍ଲା ବରମହପୁର ଥାନା ଗୋହିରା ରାଇପାଳରେ ଅଭାବନୀୟ ଘଟଣା । ଘରେ ପଶି ମହିଳାଙ୍କୁ ଗୁଳିମାଡ଼ କଲେ ଦୁର୍ବୃତ୍ତ । ମହିଳା ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି ହୋଇଛନ୍ତି । ରାଇପାଳ ଅଞ୍ଚଳରେ ମଙ୍ଗଳବାର ବିଳମ୍ବିତ ରାତିରେ ଦୁର୍ବୃତ୍ତ ଜଣେ ଘରେ ପଶି ମହିଳାଙ୍କୁ ଗୁଳିମାଡ଼ କରିଛନ୍ତି । ଏଥିରେ ମହିଳା ଜଣଙ୍କ ଗୁରୁତର ହୋଇଥିଲେ । ପ୍ରଥମେ ତାଙ୍କୁ ନୀଳଗିରି ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ତାଙ୍କ ଅବସ୍ଥା ଗୁରୁତର ଥିବାରୁ ନୀଳଗିରି ହସ୍ପିଟାଲରେ ପ୍ରାଥମିକ ଚିକିତ୍ସା କରାଯାଇଥିଲା । ଏହାପରେ ତାଙ୍କୁ ବାଲେଶ୍ୱର ଜିଲ୍ଲା ମୁଖ୍ୟ ଡାକ୍ତରଖାନାକୁ ସ୍ଥାନାନ୍ତରିତ କରାଯାଇଛି । ଗୁରୁତର ମହିଳ ଜଣଙ୍କ ହେଉଛନ୍ତି ରସିକ ମୁର୍ମଙ୍କ ସ୍ତ୍ରୀ ଲକ୍ଷ୍ମୀ । ସେପଟେ ଗୁଳିମାଡ଼ ସଂପର୍କରେ ଖବର ପାଇ ସ୍ଥାନୀୟ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଛାନ୍‌ଭିନ୍ ଆରମ୍ଭ କରିଛି । ଖାସ୍ କରି ଏହି ଗୁଳିମାଡ଼ ପଛର କାରଣ ଏବଂ କିଏ ମାରିଛି ଗୁଳି ? ସେନେଇ ପୋଲିସ ଆରମ୍ଭ କରିଛି ତଦନ୍ତ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!