Tuesday, June 9, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବନବିଭାଗ ସମନ୍ୱୟ କମିଟି ବୈଠକ ଅନୁଷ୍ଠିତ

by Anil Panda
July 18, 2020
in Lifestyle
ବନବିଭାଗ ସମନ୍ୱୟ କମିଟି ବୈଠକ ଅନୁଷ୍ଠିତ
19
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା) : ନୟାଗଡ଼ ବନବିଭାଗର ଜିଲ୍ଲା ସ୍ତରୀୟ ପରିଚାଳନା ଏବଂ ସମନ୍ୱୟ କମିଟି ବୈଠକ ମହୀପୁର ବନାଂଚଳ ମେର୍ଗା ନର୍ସରୀଠାରେ ଗତକାଲି ଅନୁଷ୍ଠିତ ହୋଇଯାଇଛି । ନୟାଗଡ଼ ଜିଲ୍ଲାପାଳ ଡ. ପୋମା ଟୁଡୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ବନଖଣ୍ଡ ଅଧିକାରୀ ଧନରାଜ୍ ଏଚ୍‌.ଡି, ପ୍ରକଳ୍ପ ନିର୍ଦ୍ଦେଶକ ସୁବାଷ ଚନ୍ଦ୍ର ରାୟ, ଅତିରିକ୍ତ ବନଖଣ୍ଡ ଅଧିକାରୀ ଅରବିନ୍ଦ ମହାନ୍ତି, ମହୀପୁର ବନାଞ୍ଚଳ ଅଧିକାରୀ ଏବଂ ବିଭିନ୍ନ ବିଭାଗୀୟ ଅଧିକାରୀ ଯୋଗ ଦେଇ ଆଲୋଚନାରେ ଅଂଶ ଗ୍ରହଣ କରିଥିଲେ । ଏହି ଅବସରରେ ଜିଲ୍ଲାପାଳ ମେଗା ନର୍ସରୀ ବୁଲି ଦେଖିବା ସହ ବୃକ୍ଷରୋପଣ କରିଥିବା ଜଣାଯାଇଛି । ନୟାଗଡ଼ ଜିଲ୍ଲା ମହୀପୁର ବନାଂଚଳରେ ରହିଥିବା ଏହି ମେଗା ନର୍ସରୀ ଜିଲ୍ଲାର ସର୍ବ ବୃହତ ନର୍ସରୀ ବୋଲି ଜଣାଯାଇଛି । ଏଠାରେ ପ୍ରତ୍ୟେକ ବର୍ଷ ୧୦ ହଜାରରୁ ଉର୍ଦ୍ଧ୍ୱ ଚାରା ଉତ୍ପାଦନ କରାଯାଉଥିବା ବେଳେ ଜୈବିକ ଖତ ମଧ୍ୟ ପ୍ରସ୍ତୁତ କରାଯାଇଥାଏ ।

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!