Tuesday, November 17, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୫ ଲକ୍ଷରେ ବଜ୍ରକାପ୍ତା ବିକ୍ରି ପାଇଁ ଚାଲିଥିଲା ଡିଲ୍‌, ମାଡିବସିଲା ଏସଟିଏଫ୍

by ସଞ୍ଜୟ ସ୍ୱାଇଁ
December 9, 2023
in Crime, State
୫ ଲକ୍ଷରେ ବଜ୍ରକାପ୍ତା ବିକ୍ରି ପାଇଁ ଚାଲିଥିଲା ଡିଲ୍‌, ମାଡିବସିଲା ଏସଟିଏଫ୍
41
VIEWS
Share on FacebookShare on Twitter

ରାୟଗଡ଼ା, (ବାଘୁଆବାର୍ତ୍ତା): ଚାଲିଥିଲା ବଜ୍ରକାପ୍ତା ଚୋରା ଚାଲାଣ ପାଇଁ ଡିଲ୍ । ହଠାତ ମାଡିବସିଲା ଏସଟିଏଫ୍ ଟିମ୍ । ବ୍ରହ୍ମପୁର- ରାୟଗଡ଼ା ରାସ୍ତା ଆଖୁସିଂ ଛକରୁ ଏକ ଜୀବନ୍ତ ବଜ୍ରକାପ୍ତାକୁ ଉଦ୍ଧାର କଲା ଏସଟିଏଫ୍। ବଜ୍ରକାପ୍ତା ଚୋରା ଚାଲାଣ ଅଭିଯୋଗରେ ଦୁଇ ବେପାରୀଙ୍କୁ ଗିରଫ କରାଯାଇଛି। ଗିରଫ ବେପାରୀମାନେ ହେଲେ ସାମସାନ ରାଇତା ଓ ଅସମିନ୍ ଶବର ଗିରଫ। ଗିରଫ ପରେ ଅଭିଯୁକ୍ତଙ୍କୁ ଗୁଣୁପୁର SDJMଙ୍କ ନିକଟରେ ହାଜର କରାଯାଇଥିଲା । କେସ ନମ୍ବର ୨୯, ଦଫା ୩୭୯, ୪୧୧, ୧୨୦ବି ରେ କୋର୍ଟଚାଲାଣ କରିଛି ଏସଟିଏଫ୍ । ସୂଚନାନୁଯାୟୀ, ଏକ ଜୀବନ୍ତ ବଜ୍ରକାପ୍ତାକୁ ୫ ଲକ୍ଷ ଟଙ୍କାରେ ବିକ୍ରି ପାଇଁ ଡିଲ୍ ଚାଲିଥିଲା। ବିଶେଷ ସୂତ୍ରରୁ ଖବର ପାଇ ଗ୍ରାହକ ସାଜି ମାଡିବସିଲା ଏସଟିଏଫ ଟିମ୍। ବ୍ରହ୍ମପୁର- ରାୟଗଡ଼ା ରାସ୍ତା ଆଖୁସିଂ ଛକରୁ ଏସଟିଏଫ୍ ଦୁଇ ବେପାରୀଙ୍କୁ ଗିରଫ କରିଥିବାବେଳେ ସେମାନଙ୍କ ନିକଟରୁ ଏକ ଜୀବନ୍ତ ବଜ୍ରକାପ୍ତା ଜବତ ହୋଇଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!