Tuesday, November 17, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଯୌତୁକ ଜୁଇରେ ପୁଣି ଜଣେ ନବବଧୂ

by ସଞ୍ଜୟ ସ୍ୱାଇଁ
December 10, 2023
in Crime, State
ଯୌତୁକ ଜୁଇରେ ପୁଣି ଜଣେ ନବବଧୂ
91
VIEWS
Share on FacebookShare on Twitter

ଭଦ୍ରକ, (ବାଘୁଆବାର୍ତ୍ତା): ଯୌତୁକ ଜୁଇରେ ପୁଣି ଜଣେ ନବବଧୂ। ବିବାହର ମାତ୍ର ୫ ମାସ ପରେ ନବବିବାହିତାଙ୍କ ସନ୍ଦେହଜନକ ମୃତ୍ୟୁ। ଝୁଲନ୍ତା ଅବସ୍ଥାରେ ମୃତଦେହ ଉଦ୍ଧାର। ଭଦ୍ରକ ଭଣ୍ଡାରିପୋଖରୀ ଥାନା ଜଗନ୍ନାଥପ୍ରସାଦ ଗାଁରେ ଘଟିଛି ଏହି ଘଟଣା। ସୂଚନା ଅନୁଯାୟୀ, ଭଦ୍ରକର ବିଶ୍ବଜିତ ବାରିକ ଯାଜପୁର ପଣସା ଗାଁର ଶକ୍ତିମୟୀ ବାରିକଙ୍କୁ ବିବାହ କରିଥିଲେ। ତେବେ ଅଧିକ ଯୌତୁକ ଦାବି କରି ଶାଶୁଘର ଲୋକ ଶକ୍ତିମୟୀଙ୍କୁ ଶାରୀରିକ ଓ ମାନସିକ ନିର‌୍ୟାତନା ଦେଉଥିବା ବାପଘର ଲୋକ ଅଭିଯୋଗ କରିଛନ୍ତି। ତେବେ ଗତକାଲି ସନ୍ଧ୍ୟାରେ ଶକ୍ତିମୟୀଙ୍କ ଝୁଲନ୍ତା ମୃତଦେହ ଦେଖି ଶାଶୁଘର ଲୋକ ପୋଲିସ ଓ ବାପଘରକୁ ଖବର ଦେଇଥିଲେ। ଭଣ୍ଡାରିପୋଖରୀ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ବିଶ୍ବଜିତ ଓ ତାଙ୍କ ବାପାଙ୍କୁ ଥାନାରେ ଅଟକ ରଖି ପଚରାଉଚରା କରୁଛି। ଅନ୍ୟପଟେ ଯୌତୁକ ପାଇଁ ଶକ୍ତିମୟୀଙ୍କୁ ହତ୍ୟା କରାଯାଇଥିବା ପରିବାରଲୋକ ଅଭିଯୋଗ କରିଛନ୍ତି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!