Tuesday, November 17, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଚାଲୁଛି ଚଢ଼ାଉ, ସରୁନି ଗଣତି

by ସଞ୍ଜୟ ସ୍ୱାଇଁ
December 10, 2023
in Crime, State
ଚାଲୁଛି ଚଢ଼ାଉ, ସରୁନି ଗଣତି
77
VIEWS
Share on FacebookShare on Twitter

ବଲାଙ୍ଗୀର, (ବାଘୁଆବାର୍ତ୍ତା): ବଲାଙ୍ଗୀରରେ ଜବତ ହୋଇଛି କୋଟି କୋଟି ଟଙ୍କା । ଟଙ୍କା ଗଣି ଗଣି ବ୍ୟାଙ୍କ କର୍ମଚାରୀ ହାଲିଆ ହୋଇଗଲେଣି, ହେଲେ ଟଙ୍କା ସରିବାର ନାଁ ଧରୁନାହିଁ । ଆଜି ରବିବାର ଛୁଟି ଦିନରେ ପୁଣି ଆରମ୍ଭ ହୋଇଛି ଟଙ୍କା ଗଣା । ମୋଟ ୧୭୬ଟି ବ୍ୟାଗ ମଧ୍ୟରୁ ୧୦୨ଟି ବ୍ୟାଗର ଟଙ୍କା ଗଣା ସରିଥିବା ବେଳେ ଆହୁରି ୭୪ଟି ବ୍ୟାଗ୍ ଗଣା ହେବ । ଆଜି ଟଙ୍କା ଗଣତି ଶେଷ ହେବ ବୋଲି ଆଶା ରଖିଛନ୍ତି ଅଧିକାରୀ । ଟଙ୍କା ଗଣତି ଶେଷ ହେବା ପରେ ମୋଟ କେତେ ଟଙ୍କା ଜବତ ହୋଇଛି ଜଣାପଡ଼ିବ । ଗତକାଲି ଶନିବାର ଛୁଟି ଦିନରେ ବି ବଲାଙ୍ଗୀର ଏସବିଆଇ ମୁଖ୍ୟ ଶାଖାରେ ଗଣତି ପ୍ରକ୍ରିୟାରେ ସାମିଲ ହୋଇଥିଲେ ୫୦ରୁ ଅଧିକ କର୍ମଚାରୀ । ତଦାରଖ କରିବା ପାଇଁ ମଧ୍ୟ କର୍ମଚାରୀ ନିୟୋଜିତ ହୋଇଥିଲେ । ୨୫ଟି ମେସିନରେ ଟଙ୍କା ଗଣା ଯାଉଛି । କାଳେ ମେସିନ୍ ଖରାପ ହୋଇଯିବ, ସେଥିପାଇଁ ଆଉ ୧୫ଟି ମେସିନ୍କୁ ଷ୍ଟାଣ୍ଡବାୟରେ ରଖାଯାଇଛି । ଏପରିକି ମେସିନ୍ ସଜାଡିବା ପାଇଁ ଟେକ୍ନିସିଆନ୍ ମଧ୍ୟ ପ୍ରସ୍ତୁତ ହୋଇ ରହିଛନ୍ତି । ଯେଉଁ ଟଙ୍କା ବିଡ଼ା ଓଦାଳିଆ ରହିଛି, ତାକୁ ଶୁଖାଇବା ପାଇଁ ଡ୍ରାୟର ବ୍ୟବହାର କରାଯାଉଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!