Thursday, April 23, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସମ୍ ହସ୍ପିଟାଲ ସହ ଏମ୍‌ଓୟୁ ସ୍ୱାକ୍ଷର

by Anil Panda
July 20, 2020
in Breaking, Health, Nayagarh
ସମ୍ ହସ୍ପିଟାଲ ସହ ଏମ୍‌ଓୟୁ ସ୍ୱାକ୍ଷର
43
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା) : ନୟାଗଡ଼ ଜିଲ୍ଲାରେ କରୋନା ଆକ୍ରାନ୍ତଙ୍କ ଚିକିତ୍ସା ନିମନ୍ତେ ଜିଲ୍ଲାପାଳ ଡ. ପୋମା ଟୁଡୁ ନୂତନ ପଦକ୍ଷେପ ଗ୍ରହଣ କରିଛନ୍ତି । ଜିଲ୍ଲାରେ କରୋନା ଚିକିତ୍ସା ପାଇଁ ରହିଥିବା ଚାନ୍ଦପୁର କୋଭିଡ୍ ହେଲ୍‌ଥ ସେଣ୍ଟର୍ ଏବଂ ସମ୍ ହସ୍ପିଟାଲ ମଧ୍ୟରେ ଏମ୍‌ଓୟୁ ସ୍ୱାକ୍ଷର କରାଯାଇଛି । ଆଜି ଚାନ୍ଦପୁରଠାରେ ସମ୍ ହସ୍ପିଟାଲର ଏକ ପ୍ରତିନିଧି ଦଳ ପହଂଚିଥିଲେ । ଡା. ବସନ୍ତ କୁମାର ପତି, ଡା. ମନୋଜ କୁମାର ଏବଂ ଡା. ଶଶାଙ୍କ ଶେଖର ମିଶ୍ର ଚାନ୍ଦପୁର ଆସି ଏମ୍‌ଓୟୁ ସ୍ୱାକ୍ଷର କରିଛନ୍ତି । ଏହି ଅବସରରେ ରଣପୁର ସ୍ଥାନୀୟ ବିଧାୟକ ତଥା ଯୋଜନା ବୋର୍ଡ଼ ଉପାଧ୍ୟକ୍ଷ ସତ୍ୟ ନାରାୟଣ ପ୍ରଧାନ, ଜିଲ୍ଲାପାଳ ଡ. ପୋମା ଟୁଡୁ, ଅତିରିକ୍ତ ଜିଲ୍ଲାପାଳ ବିଧାନ ଚନ୍ଦ୍ର ରାୟ, ଉପଜିଲ୍ଲାପାଳ ଲଗ୍ନଜିତ ରାଉତ, ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ରଂଜିତା ବିଶ୍ୱାଳ ପ୍ରମୂଖ ଉପସ୍ଥିତ ରହି ଆଲୋଚନା କରିଥିଲେ । ରୋଗୀଙ୍କୁ ଚିକିତ୍ସା ସୁବିଧା, ଖାଇବା ପ୍ରଭୃତି ସଂମ୍ପର୍କରେ ବିସ୍ତୁୃତ ଆଲୋଚନା କରାଯାଇ ଏମ୍‌ଓୟୁ ସ୍ୱାକ୍ଷର କରାଯାଇଛି । ଆଜିଠାରୁ କୋଭିଡ୍ ସଂକ୍ରାନ୍ତୀୟ ସମସ୍ତ ସମସ୍ୟାକୁ ସମ୍ ହସ୍ପିଟାଲ କତ୍ତୁପକ୍ଷ ପରିଚାଳନ କରିବେ ବୋଲି ଜଣାଯାଇଛି ।

ମୁଖ୍ୟମନ୍ତ୍ରୀ କନ୍ୟାଦାନ ଯୋଜନା:୨୧ରେ ଯୋଡ଼ା ହେଲେ ୨୨ଯୋଡ଼ା ନବ ଦମ୍ପତ୍ତି

ମୁଖ୍ୟମନ୍ତ୍ରୀ କନ୍ୟାଦାନ ଯୋଜନା:୨୧ରେ ଯୋଡ଼ା ହେଲେ ୨୨ଯୋଡ଼ା ନବ ଦମ୍ପତ୍ତି

April 22, 2026
ପ୍ରଶାସନିକ ସ୍ତରରେ କବି ଜୟଦେବଙ୍କ ଜୟନ୍ତୀ ପାଳିତ

ପ୍ରଶାସନିକ ସ୍ତରରେ କବି ଜୟଦେବଙ୍କ ଜୟନ୍ତୀ ପାଳିତ

April 20, 2026
ସୁନାମଧନ୍ୟ ବଂଶୀବାଦକ ବାଉରୀବନ୍ଧୁଙ୍କ ପରଲୋକରେ ଶୋକସଭା

ସୁନାମଧନ୍ୟ ବଂଶୀବାଦକ ବାଉରୀବନ୍ଧୁଙ୍କ ପରଲୋକରେ ଶୋକସଭା

April 20, 2026
ରୋଟାରୀ କ୍ଲବ୍ ନୟାଗଡ଼ରେ ପଲ୍ ହ୍ୟାରିସ୍‌ଙ୍କ ଜନ୍ମଦିନ

ରୋଟାରୀ କ୍ଲବ୍ ନୟାଗଡ଼ରେ ପଲ୍ ହ୍ୟାରିସ୍‌ଙ୍କ ଜନ୍ମଦିନ

April 20, 2026
ପବିତ୍ର ଅକ୍ଷୟ ତୃତୀୟାରେ ଅଖିମୁଠି ଅନୁକଳ କଲେ ମନ୍ତ୍ରୀ

ପବିତ୍ର ଅକ୍ଷୟ ତୃତୀୟାରେ ଅଖିମୁଠି ଅନୁକଳ କଲେ ମନ୍ତ୍ରୀ

April 20, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!