Friday, July 3, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ମୃତ ନବଜାତ ଶିଶୁପୁତ୍ର ଉଦ୍ଧାର

by Anil Panda
July 20, 2020
in Breaking, Nayagarh
ମୃତ ନବଜାତ ଶିଶୁପୁତ୍ର ଉଦ୍ଧାର
97
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା) : ନୟାଗଡ଼ ଜିଲ୍ଲା ନୂଆଗାଁ ବ୍ଲକ ଅନ୍ତର୍ଗତ ଶିଖରଗୋଚ୍ଛା ପ୍ରାଥମିକ ବିଦ୍ୟାଳୟ ନିକଟରୁ ମୃତ ନବଜାତ ଶିଶୁପୁତ୍ର ଉଦ୍ଧାର କରାଯାଇଛି । ଏହି ଶିଶୁପୁତ୍ରଟିକୁ କେହି ଜନ୍ମପରେ ଏଠାରେ ପକାଇ ଦେଇ ଯାଇଥିବା ଆଲୋଚନା ହେଉଥିବା ବେଳେ ନୂଆଗାଁ ପୁଲିସ ଘଟଣାସ୍ଥଳରେ ପହଂଚି ମୃତ ଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି । କେହି କେହି ଏହାକୁ ଅବୈଧ୍ୟ କହୁଥିବା ବେଳେ ପୁଲିସ ଘଟଣାର ଅନୁସନ୍ଧାନ ଚଳାଇଛି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!