Friday, November 27, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସଂସଦରେ ତ୍ରୁଟି ପ୍ରସଙ୍ଗ, ବିରୋଧୀଙ୍କ ହୋ ହଲ୍ଲା

by ସଞ୍ଜୟ ସ୍ୱାଇଁ
December 14, 2023
in NATIONAL NEWS, Politics
ସଂସଦରେ ତ୍ରୁଟି ପ୍ରସଙ୍ଗ, ବିରୋଧୀଙ୍କ ହୋ ହଲ୍ଲା
115
VIEWS
Share on FacebookShare on Twitter

ନୂଆଦିଲ୍ଲୀ, (ବାଘୁଆବାର୍ତ୍ତା): ସଂସଦର ସୁରକ୍ଷା ବ୍ୟବସ୍ଥାରେ ବଡ଼ ଧରଣର ତ୍ରୁଟିକୁ ନେଇ ବିରୋଧୀଙ୍କ ହଙ୍ଗାମା । ବିରୋଧୀଙ୍କ ହୋହାଲ୍ଲା ଭିତରେ ସୁରକ୍ଷାରେ ତ୍ରୁଟିକୁ ନେଇ ପ୍ରଥମ ଥର ପାଇଁ ସରକାର ପ୍ରତିକ୍ରିୟା ରଖିଛନ୍ତି । ସଂସଦରେ ବିବୃତି ରଖି ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ କହିଛନ୍ତି, ସାଂସଦ ମାନେ ପାସ୍ ଇସ୍ୟୁ କରିବା ବେଳେ ଅଧିକ ସତର୍କ ରହିବାର ଆବଶ୍ୟକତା ରହିଛି । ଆଜି ସଂସଦର ଅଧିବେଶନ ଆରମ୍ଭ ହେବା ମାତ୍ରେ ପ୍ରଧାନମନ୍ତ୍ରୀ କିମ୍ବା ଗୃହମନ୍ତ୍ରୀ ବୟାନ ରଖନ୍ତୁ ବୋଲି ବିରୋଧୀ ଦାବି କରିଛନ୍ତି । ଏପରିକି ଗୃହରେ ବିରୋଧୀ ହଙ୍ଗାମା କରିବା ସହ ଗୃହମନ୍ତ୍ରୀଙ୍କ ଇସ୍ତଫା ଦାବି କରିଛନ୍ତି । ଏହାରି ଭିତରେ ବାଚସ୍ପତି ଓମ ବିର୍ଲା ଗୃହକୁ ୨ଟା ଯାଏଁ ମୁଲତବୀ କରିଛନ୍ତି । ଏହାସହ ବାଚସ୍ପତି କହିଛନ୍ତି ଆମେ ସମସ୍ତେ ଏଥିପାଇଁ ଚିନ୍ତିତ ଅଛୁ । ବଡ଼ କଥା ହେଉଛି ମହିସୁର ବିଜେପି ସାଂସଦ ପ୍ରତାପ ସିହ୍ମାଙ୍କ ନାଁରେ ଭିଜିଟର୍ସ ପାସରେ ସଂସଦକୁ ଆସିଥିଲେ ଦୁଇ ଯୁବକ । ଯାହାକୁ ନେଇ ବିଜେପିକୁ ଘେରିଛନ୍ତି ବିରୋଧୀ । ସେପଟେ ଏହି ପ୍ରସଙ୍ଗରେ କାର‌୍ୟ୍ୟାନୁଷ୍ଠାନ ନିଆଯାଇଛି । ସୁରକ୍ଷା ସହ ଜଡ଼ିତ ୮ଜଣଙ୍କୁ ନିଲମ୍ବିତ କରଯାଇଛି । ଲୋକସଭା ସେକ୍ରେଟାରିଏଟ ପକ୍ଷରୁ ଏମାନଙ୍କୁ ନିଲମ୍ବିତ କରାଯାଇଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!