Saturday, June 6, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ରାଜ୍ୟ ଯୁବ କଂଗ୍ରେସ ସଭାପତି ହେଲେ ରଞ୍ଜିତ, ସାଗର ଓ କୃଷ୍ଣ ଉପସଭାପତି

by ସଞ୍ଜୟ ସ୍ୱାଇଁ
December 14, 2023
in Politics, State
ରାଜ୍ୟ ଯୁବ କଂଗ୍ରେସ ସଭାପତି ହେଲେ ରଞ୍ଜିତ, ସାଗର ଓ କୃଷ୍ଣ ଉପସଭାପତି
142
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ରଞ୍ଜିତ ପାତ୍ର ହେଲେ ରାଜ୍ୟ ଯୁବ କଂଗ୍ରେସ ସଭାପତି। ଆଜି ତାଙ୍କୁ ଏହି ନିଯୁକ୍ତି ଦେଇଛନ୍ତି ଭାରତୀୟ ଯୁବ କଂଗ୍ରେସ ସଭାପତି ଶ୍ରୀନିବାସ ବି.ଭି। ସେ ରଞ୍ଜିତ ପାତ୍ରଙ୍କୁ ନିକଟକୁ ପଠାଇଥିବା ଚିଠିରେ ଉଲ୍ଲେଖ କରିଛନ୍ତି ଯେ ଭାରତୀୟ ଯୁବ କଂଗ୍ରେସର ଆପଣଙ୍କ ଉପରେ ଭରସା ରହିଛି। ଆପଣ ଆପଣଙ୍କର ସମସ୍ତ ସମୟ ଓ ସାମର୍ଥ୍ୟ ଦେଇ ସଂଗଠନକୁ ଦୃଢ଼ କରିବେ ବୋଲି ଆମର ବିଶ୍ୱାସ ରହିଛି। ସେହିପରି ସାଗର ଚରଣ ଦାସ ଓ କୃଷ୍ଣ ମହାନ୍ତିଙ୍କୁ ରାଜ୍ୟ ଯୁବ କଂଗ୍ରେସ ଉପସଭାପତି ଭାବେ ନିଯୁକ୍ତି ଦେଇଛନ୍ତି ଭାରତୀୟ ଯୁବ କଂଗ୍ରେସ ସଭାପତି ଶ୍ରୀନିବାସ ବି.ଭି।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!