Tuesday, November 17, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

CISF ଯବାନଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ଘଟଣା ସ୍ଥଳରେ ପୁଲିସର ତଦନ୍ତ

by ସଞ୍ଜୟ ସ୍ୱାଇଁ
December 14, 2023
in Crime, State
CISF ଯବାନଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ଘଟଣା ସ୍ଥଳରେ ପୁଲିସର ତଦନ୍ତ
38
VIEWS
Share on FacebookShare on Twitter

ରାଉରକେଲା, (ବାଘୁଆବାର୍ତ୍ତା): ରାଉରକେଲାରେ CISF ଯବାନଙ୍କ ଝୁଲନ୍ତା ମୃତ ଦେହ ଉଦ୍ଧାର। CISF ବାରାକ ପରିସର ଏକ ଗଛରୁ ଝୁଲନ୍ତା ଅବସ୍ଥାରେ ମୃତଦେହ ଉଦ୍ଧାର। ମୃତଦେହ ଜବତ କରି ପ୍ଲାଣ୍ଟସାଇଟ୍‌ ଥାନା ପୁଲିସର ତଦନ୍ତ କରୁଛି। ମୃତ ଯବାନଙ୍କ ନାମ ସାହିଲ କୁମାର ଜଣାପଡ଼ି ଥିବା ବେଳେ ସେ କନଷ୍ଟେବଳ ରାଙ୍କର ବୋଲି ସୂଚନା ରହିଛି। ଆଜି ଯବାନଙ୍କର ଗଛରୁ ଝୁଲନ୍ତା ମୃତଦେହ ମିଳିଛି। ଖବର ପାଇ ପ୍ଲାଣ୍ଟ ସାଇଟ୍ ଥାନା ପୁଲିସ ଓ CISF ର ଅଫିସର ମାନେ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!