Tuesday, November 17, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନକଲି ସୁନା ଶଙ୍ଖ ବିକ୍ରି ଅଭିଯୋଗରେ ୪ ଗିରଫ

by ସଞ୍ଜୟ ସ୍ୱାଇଁ
December 16, 2023
in Crime, State
ନକଲି ସୁନା ଶଙ୍ଖ ବିକ୍ରି ଅଭିଯୋଗରେ ୪ ଗିରଫ
70
VIEWS
Share on FacebookShare on Twitter

ନବରଙ୍ଗପୁର, (ବାଘୁଆବାର୍ତ୍ତା): ନକଲି ସୁନା ଶଙ୍ଖ ବିକ୍ରି ଅଭିଯୋଗରେ ୪ ଗିରଫ । ନବରଙ୍ଗପୁର ଜିଲ୍ଲା ଉମରକୋଟରେ ପୁଣି ନକଲି ଶଙ୍ଖ ବିକ୍ରି ଅଭିଯୋଗ । ଘଟଣାରେ ୪ ଜଣଙ୍କୁ ଗିରଫ କରିଛି ପୋଲିସ । ଉମରକୋଟ ଥାନା ଏକମ୍ୱା ଗାଁର ପଲ୍ଲବ ନାମକ ଜଣେ ବ୍ୟକ୍ତି ପୁରୀ ଜିଲାର ରାଜେଶ ପଲେଇଙ୍କୁ ଏକ ଶଙ୍ଖ ଦେଖାଇଥିଲା । ଏହା ସୁନା କହିବା ସହ ଏହାକୁ ୩ ଲକ୍ଷ ଟଙ୍କାରେ ବିକ୍ରି କରିବା ପାଇଁ ଚାହୁଁଛି ବୋଲି କହିଥିଲା। ଏନେଇ ରାଜେଶ ତାଙ୍କ ବାପାଙ୍କୁ କହିବା ପରେ ପଲ୍ଲବଙ୍କ ଠାରୁ ସୁନା ଶଙ୍ଖକୁ କିଣିଥିଲେ ପଲ୍ଲବଙ୍କ ବାପା। ପରେ ପରୀକ୍ଷା କରିବାକୁ ସେହି ଶଙ୍ଖ ସୁନାର ନୁହେଁ ବରଂ ପିତ୍ତଳର ବୋଲି ଜାଣିବା ପରେ ଗତ ନଭେମ୍ବର ୪ରେ ଉମରକୋଟ ଥାନାରେ ଏତଲା ଦେଇଥିଲେ। ଘଟଣାର ତଦନ୍ତ ଆରମ୍ଭ କରି ଉମରକୋଟ ପୋଲିସ ଉମରକୋଟ ଶିବାଜୀ ନଗରର ଛବିନ୍ଦ୍ର ସାହୁ, ଡାବୁଗାଁ ଥାନା ଅଞ୍ଚଳରୁ ଗଣେଶ ପନକା,ହିରାସିଂ ହରିଜନ, କୋଡ଼ିଙ୍ଗା ଥାନା ଅନ୍ତର୍ଗତ ଆମ୍ବଗାଁ ଗାଁର କ୍ରୀଷ୍ଣା ପନକାଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ଉମରକୋଟ ଥାନା ପୋଲିସ। ସେମାନଙ୍କ ଠାରୁ ଦୁଇଟି ପିତଳ ଶଙ୍ଖ, ୪୦ ହଜାର ଟଙ୍କା, ଗୋଟିଏ କାର, ଦୁଇଟି ଛୁରୀ, ୨ଟି ଲାଠି ଓ ୪ଟି ମୋବାଇଲ ଜବତ ହୋଇଥିବା ପ୍ରେସମିଟରେ ସୂଚନା ଦେଇଛନ୍ତି ପାପଡ଼ାହାଣ୍ଡି ପୋଲିସ ଉପଖଣ୍ଡ ଅଧିକାରୀ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!