Tuesday, November 17, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପୋଖରୀ ହୁଡ଼ାରେ ନାବାଳକର ଗଳାକଟା ମୃତଦେହ ଠାବ

by ସଞ୍ଜୟ ସ୍ୱାଇଁ
December 17, 2023
in Crime, State
ପୋଖରୀ ହୁଡ଼ାରେ ନାବାଳକର ଗଳାକଟା ମୃତଦେହ ଠାବ
49
VIEWS
Share on FacebookShare on Twitter

ସାଲେପୁର, (ବାଘୁଆବାର୍ତ୍ତା): ସାଲେପୁରରେ ୧୨ ବର୍ଷ ନାବାଳକକୁ ବେକ କାଟି ହତ୍ୟା । ଜଗତପୁର ଥାନା ଅଧୀନ ପୁବଗଛ ଚନ୍ଦନ ପୋଖରୀ ହୁଡ଼ା ନିକଟରେ ନାବାଳକର ଗଳାକଟା ମୃତଦେହ ଠାବ ହୋଇଛି। ମୃତ ନାବାଳକ ଜଣଙ୍କ ହେଉଛି ପୂର୍ବକଚ୍ଛ ଗାଁର ସେ ପଞ୍ଚମ ଶ୍ରେଣୀରେ ପଢୁଥିଲେ। କାଲି ରାତିରୁ ନାବାଳକ ଜଣଙ୍କ ନିଖୋଜ ଥିଲେ ବୋଲି କୁହାଯାଉଛି। ଘଟଣା ସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ତେବେ ନାବାଳକଙ୍କୁ କେହି ଦୁର୍ବୃତ୍ତ ହତ୍ୟା କରି ଫୋପାଡ଼ି ଦେଇଥିବା ସନ୍ଦେହ କରାଯାଉଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!