Tuesday, November 17, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୧୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ

by ସଞ୍ଜୟ ସ୍ୱାଇଁ
December 19, 2023
in Crime, State
୧୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ
17
VIEWS
Share on FacebookShare on Twitter

ଲମତାପୁଟ, (ବାଘୁଆବାର୍ତ୍ତା): ୧୦ ଲକ୍ଷ ଟଙ୍କାର ଗଞ୍ଜେଇ ବୋଝେଇ କାର ଜବତ।ଗଞ୍ଜେଇ ମାଫିଆ ଫେରାର । ବିଶେଷ ସୂତ୍ର ରୁ ଖବର ପାଇ କୋରାପୁଟ ଏସପିଙ୍କ ନିର୍ଦ୍ଦେଶରେ ଏସଡିପିଓ ଙ୍କ ନେତୃତ୍ୱ ରେ ପୋଲିସ ଗଞ୍ଜେଇ ଚୋରା ଚାଲାଣ ରୋକିବା ପାଇଁ ଜଲାପୁଟ ଗ୍ରାମ ନିକଟରେ ନାକାବନ୍ଦୀ କରିଥିଲେ ।କାରଣ ଗଞ୍ଜେଇ ଚାଲଣ ହେଉଥିବା ନେଇ ଆଗରୁ ଖବର ପାଇଥିଲା ପୋଲିସ୍‌ ପୋଲିସ୍‌ର ନାକାବନ୍ଦୀ କରି ଗାଡି ଯାଞ୍ଜ କରୁଥିବା ବେଳେ ଦ୍ରୁତ ଗତିରେ ଆସୁଥିବା କାର କୁ ଅଟକାଇ ଥିଲା। ଏହାକୁ ଦେଖି ବ୍ୟାରେକେଟ ଭାଙ୍ଗି ଗାଡି ଛାଡି ଫେରାର୍‌ ହୋଇଯାଇଥିଲା ମାଫିଆ। ପୋଲିସ ଗାଡ଼ିକୁ ଯାଞ୍ଚ କରିବାରୁ ୭ଟି ବସ୍ତାରେ ଏକ କୁଇଣ୍ଟାଲ ୪ କେଜି ଗଞ୍ଜେଇ ଜବତ କରିଥିଲା । ତେବେ ଏହାର ମୂଲ୍ୟ ଦଶ ଲକ୍ଷ ରୁ ଉର୍ଦ୍ଧ ହେବ ବୋଲି କୁହାଯାଉି। ଏହି ଗଞ୍ଜେଇ ଆନ୍ଧ୍ର ମୁଚିମ ପୁଟରୁ ରୁ ବାହାର ରାଜ୍ୟ କୁ ଯାଉଥିବା ନେଇ ପୋଲିସ ପାଖରେ ସୂଚନା ଥିଲା । କାର ନମ୍ବର କୁ ଯାଞ୍ଚ କରିବା ପାରେ ଗାଡି ମାଲିକ ନାମରେ NDPS ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି ଲମତାପୁଟ ପୋଲିସ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!