Tuesday, November 17, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପୂର୍ବତନ ସିଡିଏମଓଙ୍କୁ ଛୁରାମାଡ

by ସଞ୍ଜୟ ସ୍ୱାଇଁ
December 22, 2023
in Crime, State
ପ୍ରେମରେ ବାଧକ ସାଜିଲା ପ୍ରେମିକା ବାପା, ପ୍ରେମିକ ଘଟାଇଲା ଉନ୍ମୁତ୍ତ କାଣ୍ଡ

Silhouette of a man with knife standing behind glass wall, thriller

49
VIEWS
Share on FacebookShare on Twitter

ଭଦ୍ରକ, (ବାଘୁଆବାର୍ତ୍ତା): ପୂର୍ବତନ ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ତଥା ଅଵସର ପ୍ରାପ୍ତ ଡାକ୍ତରଙ୍କୁ ଛୁରାମାଡ । ଯାଜପୁର ଜିଲ୍ଲାର ପୂର୍ବତନ ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ରଘୁନାଥ ପାଢୀଙ୍କୁ ଛୁରା ମାଡ । ଆଜି ଭୋର ୪.୩୦ ସମୟରେ ତାଙ୍କର ଘର ଟାଉନଥାନା ଅଧିନ ଚାରି ଘରିଆରେ ଥିବା ବେଳେ ତାଙ୍କୁ ଛୁରାମାଡ ହୋଇଛି । ଦେହର ୭ରୁ ଅଧିକ ସ୍ଥାନରେ ଛୁରାମାଡ ହୋଇଛି । ଗୁରୁତର ଅଵସ୍ଥାରେ ଭଦ୍ରକ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ଘରେ ସେ ତାଙ୍କର ସ୍ତ୍ରୀ ଥିଲା ବେଳେ ତାଙ୍କୁ ଛୁରାମାଡ। ଚୋରି ଉଦ୍ଦେଶ୍ୟରେ ଆସି ଛୁରାମାଡ ହୋଇଥିବା ସୂଚନା । ସୂଚନା ଥାଉକି, ଭୋରୁ ଭୋରୁ କିଛି ଦୁର୍ବୃତ୍ତ ଚୋରି କରିବା ଉଦ୍ଦେଶ୍ୟରେ ତାଙ୍କ ଘରେ ପଶିଥିଲେ । ତେବେ ଏହି ସମୟରେ ଦୁର୍ବୃତ୍ତଙ୍କୁ ବିରୋଧ କରିଥିଲେ ରଘୁନାଥ । ଫଳରେ ଦୁର୍ବୃତ୍ତଙ୍କ ଆକ୍ରମଣର ଶିକାର ହୋଇଥିଲେ । ଦୁର୍ବୃତ୍ତମାନେ ତାଙ୍କ ଶରୀରକୁ ବାରମ୍ୱାର ଆକ୍ରମଣ କରିଥିଲେ । ଏମିତିକି ତାଙ୍କ ଶରୀରରେ ୭ ରୁ ଅଧିକ ସ୍ଥାନରେ ଆକ୍ରମଣ କରାଯାଇଛି । ତେବେ କିଛି ଚୋରି ହୋଇଛି କି ନାହିଁ ତାହା ଜଣାପଡିନି । ତାଙ୍କ ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!