Tuesday, November 17, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଆଦିମାତା ମଠ ମହନ୍ତଙ୍କୁ କଟୁରୀରେ ହାଣି ହତ୍ୟା

by ସଞ୍ଜୟ ସ୍ୱାଇଁ
December 22, 2023
in Crime, State
ଆଦିମାତା ମଠ ମହନ୍ତଙ୍କୁ କଟୁରୀରେ ହାଣି ହତ୍ୟା
76
VIEWS
Share on FacebookShare on Twitter

ଜଗତସିଂହପୁର, (ବାଘୁଆବାର୍ତ୍ତା): ମଠ ମହନ୍ତଙ୍କୁ କଟୁରୀରେ ହାଣି ହତ୍ୟା । ଜଗତସିଂହପୁର ଜିଲ୍ଲା ବାଲିକୁଦା ଥାନା ବରଗୁଡିପଡା ଠାରେ ଥିବା ଆଦିମାତା ମଠର ମହନ୍ତଙ୍କୁ ହତ୍ୟା କରାଯାଇଛି । ସୂଚନାଯୋଗ୍ୟ ଯେ, ଜଗତସିଂହପୁର ଜିଲ୍ଲା ବାଲିକୁଦା ଥାନା ବରଗୁଡିପଡା ଠାରେ ଥିବା ଆଦିମାତା ମଠର ମହନ୍ତଙ୍କୁ ହତ୍ୟା । ଆଦୀମାତା ମଠର ମହନ୍ତ ବାବାଜୀ ପ୍ରହ୍ଲାଦ ଦାସ । ହତ୍ୟାକାଣ୍ଡର କାରଣ ଜଣାପଡ଼ିନାହିଁ । ଏକ କଟୁରୀରେ ହାଣି ଫେରାର ହୋଇ ଯାଉଥିବା ବେଳେ ଅଭିଯୁକ୍ତକୁ କାବୁ କଲେ ଗ୍ରାମବାସୀ । ହତ୍ୟାକାଣ୍ଡରେ ବ୍ୟବହୃତ ରକ୍ତ ଭିଜା କଟୁରୀ ଜବତ ହୋଇଛି । ଅଭିଯୁକ୍ତ ନାରଦିଆ ଗାଁର ବାନାମ୍ବର ଦାସ । ଘଟଣା ସ୍ଥଳରେ ପହଞ୍ଚିଲା ବାଲିକୁଦା ପୋଲିସ । ତଦନ୍ତ ଜାରି ରହିଛି । ପ୍ରତିବାଦରେ ସ୍ଥାନୀୟ ଗ୍ରାମବାସୀଙ୍କ ପାଳଧୁଆ ବନ୍ଧ ନିକଟରେ ବୋରିକିନା-ଗୋଡା ମୁଖ୍ୟ ରାସ୍ତା ଅବରୋଧ କରାଯାଇଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!