Friday, July 3, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଟିଭିଏସ୍ ଏସ୍କଏଲ୍ ଓ ଶାଳ ସାଇଜ ଜବତ

by Anil Panda
July 20, 2020
in Breaking, Nayagarh
ଟିଭିଏସ୍ ଏସ୍କଏଲ୍ ଓ ଶାଳ ସାଇଜ ଜବତ
37
VIEWS
Share on FacebookShare on Twitter

ଓଡ଼ଗାଁ, (ବାଘୁଆବାର୍ତ୍ତା) : ଓଡ଼ଗାଁ ବନାଂଚଳ ଅନ୍ତର୍ଗତ ବାହାଡାଝୋଲା ସଂରକ୍ଷିତ ଜଙ୍ଗଲରେ ଗତକାଲି ରାତିରେ ନମ କର୍ମଚାରୀ ଚଢ଼ାଉ କରି ମୂଲ୍ୟବାନ ଶାଳ ସାଇଜ ସହିତ ଏକ ନୂଆ ଟିଭିଏସ ଏସ୍କଏଲ୍ ଜବତ କରିଛନ୍ତି । କୈାଣସି ସୁତ୍ରରୁ ଖବରପାଇ ବାହାଡ଼ାଝୋଲା ବନପାଳ ସରୀତା ବରାଡଙ୍କ ସହିତ ଶୁଭେନ୍ଦୁ ପ୍ରସାଦ ନାୟକ, ବନରଖି ଧରଣୀଧର ନାୟକ, ଅରବିନ୍ଦ ସାହୁ ମିଳିତ ଭାବେ ଜଙ୍ଗଲ ଚଢ଼ାଉ କରିଥିଲେ । ବନକର୍ମଚାରୀଙ୍କୁ ଦେଖି ଅଭିଯୁକ୍ତ ଗାଡ଼ି ଛାଡ଼ି ଘଟଣାସ୍ଥଳରୁ ଚମ୍ପଟ ମାରିଥିଲେ । ବନକର୍ମଚାରୀମାନେ ୧୧ଖଣ୍ଡ ଶାଳ ସାଇଜ ଏବଂ ଓଡି ୨୫ ଜେ ୧୮୭୩ ଏସ୍କଏଲ୍ ଗାଡି ଜବତ କରିବାରେ ସକ୍ଷମ ହୋଇଛନ୍ତି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!