Saturday, April 18, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବିଜେଡ଼ି ଯୋଗ ଦେଲେ ବିଜେପି କର୍ମୀ

by ସଞ୍ଜୟ ସ୍ୱାଇଁ
December 29, 2023
in Breaking, Nayagarh
ବିଜେଡ଼ି ଯୋଗ ଦେଲେ ବିଜେପି କର୍ମୀ
1.1k
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା); ଶକ୍ତି ଶାଳୀ ହେଉଛି ବିଜେଡ଼ିର ଚମ୍ପତ୍ତିପୁର ପଞ୍ଚାୟତ । ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ନୟାଗଡ଼ ବିଧାୟକ ଡ଼ ଅରୁଣ କୁମାର ସାହୁଙ୍କ ସ୍ୱଛ ଶାସନ, ନିର୍ମଳ ଭାବମୂର୍ତ୍ତିରେ ଅନୁପ୍ରାଣିତ ହୋଇ ଚମ୍ପତ୍ତିପୁର ପଞ୍ଚାୟତର ଦୁଇ ୱାର୍ଡ ମେମ୍ବରଙ୍କ ସହ ବିଜେପି ସମର୍ଥିତ ସମିତିସଭ୍ୟ ପ୍ରାର୍ଥୀ ଓ ଛାମୁଆ କର୍ମୀ ଆଜି ସନ୍ଧ୍ୟା ବିଜୁ ଜନତା ଦଳ କାର୍ଯ୍ୟାଳୟରେ ପହଞ୍ଚି ବିଧିବଦ୍ଧ ଭାବେ ବିଜେଡ଼ି ଯୋଗ ଦେଇଛନ୍ତି । ବିଜେପି ସମର୍ଥିତ ସମିତିସଭ୍ୟ ପ୍ରାର୍ଥୀ ରମାକାନ୍ତ ବେହେରା, ୭ନଂ ୱାର୍ଡ ମେମ୍ବର ଘନଶ୍ୟାମ ରଥ, ୮ନଂ ୱାର୍ଡ ମେମ୍ବର ନକୁଳ ଲେଙ୍କା ସହ ବିଜେପି ଛାମୁଆ କର୍ମୀ ଜିତେନ୍ଦ୍ର ସାଥୁଆ, ଶରତ ବରାଡ, ଭାସ୍କର ସେଠୀ, ଜଗନ ନାୟକ, ପ୍ରସନ୍ନ କୁମାର ଚମ୍ପତ୍ତରାୟ, ଶଙ୍କର ସ୍ୱାଇଁଙ୍କୁ ବିଧାୟକ ଡ଼ ସାହୁ ପୁଷ୍ପଗୁଛ ଓ ଦଳୀୟ ଉତ୍ତରୀୟ ଦେଇ ସ୍ୱାଗତ କରିଥିଲେ ।

ଆଗାମୀ ଦିନରେ ଚମ୍ପତ୍ତିପୁର ପଞ୍ଚାୟତରେ ବିଜୁ ଜନତା ଦଳକୁ ଶକ୍ତିଶାଳୀ କରିବା ସହ ପଞ୍ଚାୟତର ବିକାଶ ପାଇଁ କିପରି ବିଭିନ୍ନ ଉନ୍ନୟନ ମୁଳକ କାର୍ଯ୍ୟ ହେଇପାରିବ ସେ ନେଇ ବିଧାୟକଙ୍କ ସହ ଆଲୋଚନା କରିଛନ୍ତି ।ଏଭଳି କାର୍ଯ୍ୟକ୍ରମରେ ଚମ୍ପତ୍ତିପୁର ପଞ୍ଚାୟତର ପର୍ଯ୍ୟବେକ୍ଷକ ପଦ୍ମଚରଣ ଉଦୟଭାନୁ, ପୂର୍ବତନ ସରପଞ୍ଚଙ୍କ ପ୍ରତିନିଧି ବାଞ୍ଝାନିଧି ବେହେରା, ତପନ ସ୍ୱାଇଁ ଓ ଅଶୋକ ରାଉତ ଉପସ୍ଥିତ ଥିଲେ ।

ଜିଲ୍ଲା ସ୍ତରୀୟ ପୋଷଣ ପକ୍ଷ ପାଳିତ:ମାଆ କ୍ଷୀରରୁ ‌କୌଣସି ଶିଶୁ ଯେପରି ବଞ୍ଚିତ ନହୁଅନ୍ତି ସେଥିପ୍ରତି ଧ୍ୟାନ ଦେବାକୁ ଜିଲ୍ଲାପାଳଙ୍କ ପରାମର୍ଶ

ଜିଲ୍ଲା ସ୍ତରୀୟ ପୋଷଣ ପକ୍ଷ ପାଳିତ:ମାଆ କ୍ଷୀରରୁ ‌କୌଣସି ଶିଶୁ ଯେପରି ବଞ୍ଚିତ ନହୁଅନ୍ତି ସେଥିପ୍ରତି ଧ୍ୟାନ ଦେବାକୁ ଜିଲ୍ଲାପାଳଙ୍କ ପରାମର୍ଶ

April 18, 2026
ରୋଗୀଙ୍କ ପାଇଁ ଦେବଦୂତ ସାଜିଲେ ସୁରେଶ:ରୋଗୀଙ୍କ ପାଇଁ ଇଟାମାଟିରୁ ଭୁବନେଶ୍ବର ଯାତ୍ରା

ରୋଗୀଙ୍କ ପାଇଁ ଦେବଦୂତ ସାଜିଲେ ସୁରେଶ:ରୋଗୀଙ୍କ ପାଇଁ ଇଟାମାଟିରୁ ଭୁବନେଶ୍ବର ଯାତ୍ରା

April 18, 2026
ଶିକ୍ଷକଙ୍କ ଅକାଳ ଦେହାନ୍ତ:ଶିକ୍ଷା ମଣ୍ଡଳୀରେ ଶୋକର ଛାୟା

ଶିକ୍ଷକଙ୍କ ଅକାଳ ଦେହାନ୍ତ:ଶିକ୍ଷା ମଣ୍ଡଳୀରେ ଶୋକର ଛାୟା

April 18, 2026
ବିଦ୍ଯାଳୟରେ ପୋଷାକ ବିତରଣ ଉତ୍ସବ:ଗରମରେ ଛଟପଟ ଛାତ୍ରଛାତ୍ରୀ

ବିଦ୍ଯାଳୟରେ ପୋଷାକ ବିତରଣ ଉତ୍ସବ:ଗରମରେ ଛଟପଟ ଛାତ୍ରଛାତ୍ରୀ

April 18, 2026
ନୟାଗଡରେ ସିଏମ ଟ୍ରଫି:ଜିଲ୍ଲା ଭଲିବଲ୍ ଟୁର୍ଣ୍ଣାମେଣ୍ଟ  ଉଦଘାଟିତ

ନୟାଗଡରେ ସିଏମ ଟ୍ରଫି:ଜିଲ୍ଲା ଭଲିବଲ୍ ଟୁର୍ଣ୍ଣାମେଣ୍ଟ  ଉଦଘାଟିତ

April 18, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!