Saturday, June 6, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା, ବଢୁଛି ଭୋଟରଙ୍କ ସଂଖ୍ୟା

by ସଞ୍ଜୟ ସ୍ୱାଇଁ
January 5, 2024
in Politics, State
ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା, ବଢୁଛି ଭୋଟରଙ୍କ ସଂଖ୍ୟା
53
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ପାଖେଇ ଆସୁଛି ସାଧାରଣ ନିର୍ବାଚନ । ଏହି ନିର୍ବାଚନକୁ ନେଇ ଏବେ ଅଙ୍କକଷା ଜାରି ରହିଥିବା ବେଳେ ଏବେ ରାଜ୍ୟର ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶ ପାଇଛି । ଆସନ୍ତା ନିର୍ବାଚନ ପାଇଁ ରାଜ୍ୟରେ ମୋଟ ଭୋଟରଙ୍କ ସଂଖ୍ୟା ରହିଛି ୩.୩୨ କୋଟି । ଚଳିତବର୍ଷ ରାଜ୍ୟର ୩ କୋଟି ୩୨ ଲକ୍ଷ ୩୬ ହଜାର ୩୬୦ ଜଣ ନାଗରିକ ଭୋଟ ଦେବା ପାଇଁ ଯୋଗ୍ୟତା ଅର୍ଜନ କରିଛନ୍ତି । ଗତ ଥର ଅପେକ୍ଷା ଚଳିତବର୍ଷ ଏହି ତାଲିକାରେ ୧୨ ଲକ୍ଷ ୯୭ ହଜାର ୯୫୪ ଜଣ ନୂଆ ଭୋଟରଙ୍କ ନାମ ସାମିଲ କରାଯାଇଛି । ଏଥିମଧ୍ୟରୁ ଯୁବ ଭୋଟରଙ୍କ ସଂଖ୍ୟା ରହିଛି ୪ ଲକ୍ଷ ୭୬ ହଜାର ୯୬୯ । ସେହିପରି ୭ ଲକ୍ଷ ୧୬ ହଜାର ନାଗରିକ ମଧ୍ୟ ଏହି ଭୋଟର ତାଲିକାରୁ ବାଦ୍ ପଡ଼ିଛନ୍ତି । ତେବେ ରିପୋର୍ଟ ଅନୁସାରେ, ରାଜ୍ୟରେ ମହିଳା ଭୋଟରଙ୍କ ସଂଖ୍ୟାରେ ବୃଦ୍ଧି ଘଟିଛି । ୧ ହଜାର ପୁରୁଷରେ ୯୭୨ ଜଣ ମହିଳା ଭୋଟର ରହିଥିବା ଏହି ତାଲିକାରୁ ଜାଣିବାକୁ ମିଳିଛି । ଏ ନେଇ ଏକ ପ୍ରେସ ମିଯରେ ସୂଚନା ଜାରି କରିଛନ୍ତି ମୁଖ୍ୟ ନିର୍ବାଚନ ଅଧିକାରୀ ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!