Tuesday, November 17, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଏସଟିଏଫ ପଞ୍ଝାରେ ବ୍ରାଉନସୁଗାର ବେପାରୀ

by ସଞ୍ଜୟ ସ୍ୱାଇଁ
January 6, 2024
in Crime, State
ଏସଟିଏଫ ପଞ୍ଝାରେ ବ୍ରାଉନସୁଗାର ବେପାରୀ
47
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ରାଜ୍ୟରେ ଥମୁନି ଧଳାଜହର କାରବାର । ପୋଲିସକୁ ଚକ୍‌ମା ଦେଇ ବେଧଡର ବଢାଇ ଚାଲିଛନ୍ତି ବ୍ରାଉନସୁଗାର କାରବାର । ଏହି ପରିପ୍ରେକ୍ଷୀରେ ବିଭିନ୍ନସାଥନରେ ଚଢାଉ କରିଚାଲିଛି ଏସ୍‌ଟିଏଫ୍ । ଆଜି ଏସଟିଏଫ ପଞ୍ଝାରେ ଜଣେ ବ୍ରାଉନସୁଗାର ବ୍ୟବସାୟୀ ପଡିଛନ୍ତି । ପୁରୀ ଜିଲ୍ଲା ନିାମାପଡାର ଏକ ପେଟ୍ରୋଲ ପମ୍ପ ସାମ୍ନାରୁ ବ୍ରାଉନସୁଗାର ଜବତ ହୋଇଛି ୧ କେଜି ୬୦ ଗ୍ରାମ ବ୍ରାଉନସୁଗାର । କେବଳ ବ୍ରାଉନସୁଗାର ନୁହେଁ ନିମାପଡା ଗୁଲାପଡାର ପପୁଲୁ ଓରଫ ସୁଜିତ୍ ମହାନ୍ତିଙ୍କ ନାମକ ବ୍ୟବସାୟୀକୁ ଗିରଫ କରିଛି ଏସ୍‌ଟିଏଫ୍ । ଜବତ ବ୍ରାଉନସୁଗାରର ମୁଲ୍ୟ ୧ କୋଟିରୁ ଅଧିକ ହେବ ବୋଲି ଜଣାପଡିଛି । ଏନେଇ ସୂଚନା ଦେଇଛନ୍ତି ଏସଟିଏଫ ଆଇଜି ଜୟନାରାୟଣ ପଙ୍କଜ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!