Tuesday, November 17, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କାରାଗାରର ପାଚେରୀ ଡେଇଁ ଜେଲ୍‌ରୁ କଏଦୀ ଫେରାର

by ସଞ୍ଜୟ ସ୍ୱାଇଁ
January 7, 2024
in Crime, State
କାରାଗାରର ପାଚେରୀ ଡେଇଁ ଜେଲ୍‌ରୁ କଏଦୀ ଫେରାର
26
VIEWS
Share on FacebookShare on Twitter

ରାଇରଙ୍ଗପୁର, (ବାଘୁଆବାର୍ତ୍ତା): ଜେଲ୍‌ରୁ କଏଦୀ ଫେରାର । ମୟୁରଭଞ୍ଜ ଜିଲ୍ଲା ରାଇରଙ୍ଗପୁର ଉପଖଣ୍ଡ କାରାଗାରରେ ଆଜୀବନ ସଜା କାଟୁଥିବା କଏଦୀ ଫେରାର । ଜେଲ ପରିସର ପାଚେରୀ ଡେଇଁ ପଳାଇଥିବା ସୂଚନା ମିଳିଛି । ଖବର ଅନୁଯାୟୀ, ଛୋଟୁ ନାମକ ଜଣେ ଯୁବକ ହତ୍ୟା ମାମଲାରେ ଦୋଷୀ ସାବ୍ୟସ୍ତ ହୋଇ ଆଜୀବନ ଜେଲ ଦଣ୍ଡ ଭୋଗୁଥିଲା। କିଛି ବର୍ଷ ଜେଲରେ ରହି ଜେଲ କର୍ତ୍ତୃପକ୍ଷଙ୍କ ବିଶ୍ୱାସ ଭାଜନ ହୋଇଥିଲା। ଜେଲ ପରିସରରେ ପରିବା ଚାଷ ଠାରୁ ଗେଟ ସମ୍ମୁଖରେ ରହି ଜେଲର ସମସ୍ତ କାର୍ଯ୍ୟ ଦେଖାରଖା କରୁଥିଲା। କହିବାକୁ ଗଲେ ଜେଲ କର୍ମଚାରୀ ପରି ରହି ଆସୁଥିଲା। ତେବେ ଗତକାଲି ବିଶ୍ୱାସରେ ବିଷ ଦେଇ ଜେଲକୁ ଲାଗିଥିବା ବସ ଷ୍ଟାଣ୍ଡ ପାଚେରୀ ଡେଇଁ ଫେରାର ହୋଇଯାଇଛି। ଜେଲ କର୍ତ୍ତୃପକ୍ଷ ଏବଂ ରାଇରଙ୍ଗପୁର ପୁଲିସ ବିଭିନ୍ନ ସ୍ଥାନରେ ଚଢ଼ାଉ ଜାରି ରଖିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!