Tuesday, June 9, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ରରେ ବୃକ୍ଷ ରୋପଣ

by Anil Panda
July 22, 2020
in Lifestyle
ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ରରେ ବୃକ୍ଷ ରୋପଣ
40
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା) : ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ର,ନୟାଗଡ଼ ତରଫରୁ ସଂପାଦକ ଶ୍ରୀଧର ସାହୁଙ୍କ ସଂଯୋଜନାରେ ସାମାଜିକ ଦୂରତା ରକ୍ଷା କରି ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ସୁବର୍ଣ୍ଣଦେଇପୁର ଠାରୁ ଜୟପୁର ପର୍ଯ୍ୟନ୍ତ ରାସ୍ତାର ଉଭୟ ପାର୍ଶ୍ୱରେ ଗଛଲଗା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଆମ୍ବ,ବଉଳ,ଦେବଦାରୁ,କଦମ୍ବ,ଚମ୍ପା, ସିମାରୁଆ,ତୁଳସୀ,ଟଗର ଆଦି ବିଭିନ୍ନ ଗଛ ଗୁଡିଏ ରୋପଣ କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ ଅନାଦି ଚରଣ ମହାନ୍ତି,ବିଦ୍ଯାଧର ଆଚାର୍ଯ୍ୟ, ଭାସ୍କର ସାହୁ,ପ୍ରଦୀପ କୁମାର ସାହୁ,ପ୍ରଫୁଲ୍ଲ କୁମାର ନାୟକ,,ସନ୍ତୋଷ କୁମାର ନାୟକ, ଜଗତ କଲ୍ଯାଣ କାଶ୍ଯପ, ପ୍ରିୟମ୍ବଦା ମହାପାତ୍ର,ଶୋଭାରାଣୀ ସାହୁ, କାଳିଚରଣ ଡାକୁଆ ଯୋଗଦେଇ ଥିଲେ।

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!