Tuesday, November 17, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କନିଷ୍ଠ ଯନ୍ତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ, ପୁଲିସର ତନାଘନା

by ସଞ୍ଜୟ ସ୍ୱାଇଁ
January 7, 2024
in Crime, State
କନିଷ୍ଠ ଯନ୍ତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ, ପୁଲିସର ତନାଘନା
35
VIEWS
Share on FacebookShare on Twitter

ବାଲେଶ୍ୱର, (ବାଘୁଆବାର୍ତ୍ତା): ବାଲେଶ୍ୱର ଜିଲ୍ଲା ବାଲିଆପାଳ ବ୍ଲକ RWSS ବିଭାଗ କନିଷ୍ଠ ଯନ୍ତ୍ରୀ ସନ୍ଦେହ ଜନକ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। କନିଷ୍ଠ ଯନ୍ତ୍ରୀ ସଞ୍ଜୟ କୁମାର ନାୟକ ଶନିବାର ରାତିରେ ଖାଇବା ସାରି ତାଙ୍କ ସରକାରୀ କ୍ୱାର୍ଟରକୁ ଶୋଇବାକୁ ଯାଇଥିଲେ। ହେଲେ ଆଜି ସକାଳୁ ଘର ଭିତରେ ତାଙ୍କର ମୃତଦେହ ପଡ଼ିଥିବା ଦେଖି ବାକୁ ମିଳିଥିଲା। ବ୍ଲକ ଅଫିସ କର୍ମଚାରୀ ପ୍ରଥମେ ମୃତଦେହ ଦେଖି ଥିଲେ। ପରେ ବାଲିଆପାଳ ପୁଲିସକୁ ଖବର ଦେଇଥିଲେ। ପୁଲିସ ଘଟଣା ସ୍ଥଳରେ ପହଞ୍ଚି ମୃତଦେହକୁ ଜବଦ କରିବା ସହିତ ଶବକୁ ବ୍ୟବଚ୍ଛେଦ ପାଇଁ ପଠାଇଛି। ଯନ୍ତ୍ରୀଙ୍କର କିଭଳି ମୃତ୍ୟୁ ହେଲେ ଏନେଇ ପୁଲିସ ଘଟଣାର ତଦନ୍ତ କରୁଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!