Tuesday, November 17, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପ୍ରେମିକର ଛୁରାମାଡରେ ପ୍ରେମିକା ଗୁରୁତର

by ସଞ୍ଜୟ ସ୍ୱାଇଁ
January 9, 2024
in Crime, State
ପ୍ରେମିକର ଛୁରାମାଡରେ ପ୍ରେମିକା ଗୁରୁତର
120
VIEWS
Share on FacebookShare on Twitter

ଖୋର୍ଦ୍ଧା, (ବାଘୁଆବାର୍ତ୍ତା): ଖୋର୍ଦ୍ଧା ଶିଳ୍ପାଞ୍ଚଳ ଥାନା ବରୁଣେଇରେ ଅଘଟଣ । ପ୍ରେମିକର ଛୁରାମାଡରେ ପ୍ରେମିକା ଗୁରୁତର ହୋଇଛନ୍ତି । ଉଭୟ ବରୁଣେଇ ବୁଲିବାକୁ ଆସିଥିଲେ । କୌଣସି କାରଣରୁ ବଚସା ହେବା ଫଳରେ ପ୍ରେମିକ ଜଣଙ୍କ ଏଭଳି କାଣ୍ଡ ଘଟାଇଥିବା ସୂଚନା ମିଳିଛି । ତେବେ ଖୋର୍ଦ୍ଧା ମେଡିକାଲରେ ଚିକିତ୍ସା ପରେ ଗୁରୁତର ଯୁବତୀଙ୍କୁ ଭୁବନେଶ୍ବର ସ୍ଥାନାନ୍ତର କରାଯାଇଛି । ଯୁବତୀ ଜଣଙ୍କ ତମାଣ୍ଡୋ ନିକଟସ୍ଥ ଏକ ଗାଡି ଶୋ’ରୁମ୍‌ର କର୍ମଚାରୀ ବୋଲି ଜଣାପଡିଛି । ଯୁବତୀଙ୍କ ଘର ଯାଜପୁର ଅଞ୍ଚଳରେ ବୋଲି ଜଣାପଡିଛି । ଯୁବକ ଜଣଙ୍କ ଜଟଣୀ ଅଞ୍ଚଳର ବୋଲି ଜଣାପଡିଛି । ଯୁବକକୁ ଧରିବା ପାଇଁ ଶିଳ୍ପାଞ୍ଚଳ ଥାନା ପୋଲିସ ଛାନଭିନ୍ ଜାରି ରଖିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!